28 ଜମି ତାର୍ମନ୍କେ ପଲ୍ ଉବ୍ଜାଇସି, ପର୍ତୁମ୍ ପତର୍, ପଚେ କେଡ୍, ତାର୍ପଚେ ମୁଞ୍ଜି ପୁରୁନ୍ ରଇବା କେଡ୍ ।
ଜେଡେବେଲେ ଗଚ୍ ବଡି କେଡ୍ ଦାର୍ଲା, ମଜାଇମଜାଇ ଜୁଡ୍ ଗାଁସ୍ ଡିସ୍ଲା ।
ଆରି, ସେ ଦିନ୍ବେଲେ କି ରାତିବେଲେ, ସଇଲେ କି କାମ୍ କଲେ ମିସା ବିଅନ୍ କେନ୍ତି ଆଁକ୍ରି ବଡ୍ସି, ସେଟା ନାଜାନେ,
ମାତର୍ ଚାସ୍ ପାଚ୍ଲା ଦାପ୍ରେ କାଟ୍ବା ବେଲା କେଟିଆଇଲେ, ଚାସି କାଟ୍ବାକେ ଇଲା ଲାଗାଇସି ।”
ପର୍ମେସର୍ ଜେକି ତମର୍ ମନ୍ ବିତ୍ରେ କାମ୍ କର୍ବାକେ ଆରାମ୍କରିଆଚେ, ଜିସୁକିରିସ୍ଟ ବାଉଡିଆଇବା ଜାକ, ସେଟା କରି ସାରାଇସି ।
ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା ।