32 ମାତର୍ ବୁନ୍ଲେ, ସେଟା ବଡିକରି ସବୁ ସାଗର୍ ଟାନେଅନି ବଡ୍ ଅଇସି, ଆରି ତାର୍ କେନ୍ଦି ଏନ୍ତି ବଡ୍ ବଡ୍ ଅଇଜାଇସି ଜେ, ସରଗର୍ ଚଡଇମନ୍ ତାର୍ କେନ୍ଦାଇ ବାସା ଅଇବାଇ ।”
ସେ ମୁଞ୍ଜି ସବୁର୍ଟାନେଅନି ସାନ୍ ଅଇଲେ ମିସା ତେଇଅନି ଜନ୍ ଗଚ୍ ଅଇଲା, ଜମିଟାନେ ରଇଲା ବିନ୍ ଗଚ୍ମନର୍ତେଇଅନି ଅଦିକ୍ ଡେଙ୍ଗ୍ ଅଇ ଜୁଜୁରା ଅଇଲା । ଆରି ସେ ଗଚେ ଚଡଇମନ୍ ବାସା ଅଇଲାଇ ।”
ସେଟା ଗଟେକ୍ ସର୍ସୁ ମୁଞ୍ଜି ପାରା, ବୁଏଁ ବୁନ୍ବା ବେଲେ ସେଟା ପୁର୍ତିବିର୍ ସବୁ ମୁଞ୍ଜିତେଇ ଅନି ସାନ୍ଟା,
ଜିସୁ ଏନ୍ତି କେତେକ୍ କେତେକ୍ ଉଦାଅରଣ୍ ସଙ୍ଗ୍ ସେମନର୍ ବୁଜ୍ବା ବପୁ ଇସାବେ ବାକିଅ ସୁନାଇତେ ରଇଲା,