36 ସେଡ୍କିବେଲେ ସେମନ୍ ଲକ୍ ଗଅଲି ଚାଡିକରି, ଜିସୁ ବସି ରଇଲା, ଗଟେକ୍ ଡଙ୍ଗାଇ ଜାଇ ବସ୍ଲାଇ । ଆରି ବିନ୍ ବିନ୍ ଡଙ୍ଗା ମିସା ତାକର୍ ସଙ୍ଗ୍ ରଇଲା ।
ତାର୍ ପଚେ ଜିସୁ ଗଟେକ୍ ଡଙ୍ଗାଇ ଚଗ୍ଲାକେ ତାର୍ ସିସ୍ମନ୍ ମିସା ତାର୍ ସଙ୍ଗ୍ ଗାଲାଇ ।
ସେଡ୍କିବେଲେ ଚିପାଟେଲା ରଇଲାକେ, ଲକ୍ମନ୍ ଜେନ୍ତିକି ଉପ୍ରେ ଡାବି ନ ଅଅତ୍, ତେବର୍ ପାଇ ଜିସୁ ସିସ୍ମନ୍କେ ତାର୍ପାଇ ଗଟେକ୍ ସାନ୍ଟା ଡଙ୍ଗା ଆନି ଜାଗାଇବାକେ ତିଆର୍ଲା ।
ଜିସୁ ଆରିତରେକ୍ ଗାଲିଲି ସମ୍ଦୁର୍ କଣ୍ଡିଟାନେ ସିକିଆ ଦେବାର୍ ଦାର୍ଲା, ଆରି ଏତେକ୍ ମାଣ୍ଡ୍ ଲକ୍ମନ୍ ତାର୍ ଲଗେ ଟୁଲ୍ଅଇଲାଇଜେ, ସେ ସମ୍ଦୁରେ ରଇବା ଗଟେକ୍ ଡଙ୍ଗାଇ ଜାଇ ବସ୍ଲା, ଆରି ଗୁଲାଇ ଲକ୍ମନ୍ ସମ୍ଦୁର୍ ପାଲିକେ ରଇଲାଇ ।
ପଚେ ଅଟାତ୍ ବେସି ବାଉପବନ୍ ଆଇଲା, ଆରି ଲଅଡିର୍ ମାଡ୍କେ ଡଙ୍ଗାଇ ପାନି ପୁରୁନ୍ ଅଇବାର୍ ଦାର୍ଲା ।
ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ ଗଟେକ୍ ଡୁମା ଦାରିରଇବା ଲକ୍ ମସ୍ନେ ଅନି ବାରଇ ତାକେ ବେଟ୍ଅଇବାକେ ଆଇଲା ।
ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା ।
ତେବେ ଜିସୁ ଆରି ତାର୍ ସିସ୍ମନ୍ ବାରଇ ବେଗ୍ଲି ଜାଇ ଡଙ୍ଗାଇ ବସି ଗଟେକ୍ କିନରା ଜାଗାଇ ଗାଲାଇ ।
ଦିନେକ୍ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଡଙ୍ଗାଇ ଚଗ୍ଲାଇ, ଆରି ସେ ସିସ୍ମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।” ତେଇ ସେମନ୍ ଡଙ୍ଗା ମେଲ୍ଲାଇ ।