5 ଆରି କେତେକ୍ ବିଅନ୍ ଉନା ମାଟିରଇ ତଲେ ପାକ୍ନା ରଇଲା ବୁଏଁ ଅଦର୍ଲା, ଆରି ମାଟି ଉନା ରଇଲାକେ ଦାପ୍ରେ ଗାଜା ଅଇଲା ।
“ଜନ୍ ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ସଙ୍ଗ୍ ମାନ୍ବାଇ, ସେଟା ପାକ୍ନାବାଡି ଜାଗାଇ ଅଦ୍ରିରଇବା ବିଅନ୍ ପାରା ।
ସେ ବୁନୁ ବୁୁନୁ କେତେକ୍ ବିଅନ୍ ବାଟେ ଅଦର୍ଲା, ଆରି ଚଡଇମନ୍ ଆସି ସବୁଜାକ ବିଅନ୍ କାଇଦେଲାଇ ।
ମାତର୍ ବେଲ୍ ଉଦ୍ଲାକେ ଗାଜା ଅଇଲାଟା ପଡି ମସ୍ରିଗାଲା, ଆରି ଚେର୍ ବେଦି ନ ରଇଲାଜେ ସୁକିଗାଲା ।
ପାକ୍ନାବାଡି ବୁଏଁ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ସେମନ୍ ବାକିଅ ସୁନି ସାର୍ଦାସଙ୍ଗ୍ ମାନ୍ବାଇ, ମାତର୍ ସେମନ୍କେ ଚେର୍ ନ ରଇଲାର୍ପାଇ ବଲି ଚନେକ୍ ବିସ୍ବାସ୍ କର୍ବାଇ ଆରି କାଇଆଲେ ପରିକା ବେଲାଇ ବିସ୍ବାସ୍ ଚାଡିଦେବାଇ ।
କେତେଟା ପାକ୍ନା ବାଡି ରଇଲା ବୁଏଁ ଅଦର୍ଲା, ସେଟା ଆଁକ୍ରି ଗାଜା ଅଇଲା, ମାତର୍ ମାଟି ନ ବିଜିରଇଲାଜେ ସୁକିଗାଲା ।