8 ମାତର୍, ଆରି କେତେକ୍ ବିଅନ୍ ନିକ ବୁଏଁ ଅଦର୍ଲା ଆରି ଗାଜା ଅଇ ଉଟି ବଡିକରି ତିରିସ୍ ଗୁଣ୍ ସାଟେ ଗୁଣ୍ ଆରି ସଏ ଗୁଣ୍ ଜାକ ପସଲ୍ ଦେଲା ।”
ଜନ୍ଲକ୍ମନ୍ ବାକିଅ ସୁନି ନିକକରି ବୁଜ୍ବାଇ, ନିକ ପଦାଇ ଅଦ୍ରିରଇବା ବିଅନର୍ ପାରା । ସେମନ୍ ନିକ ପସଲ୍ ଲାବ୍ କର୍ବାଇ କେ ସଏ ପୁଟିଅନି ଅଦିକ୍, କେ ସାଟେ ପୁଟିଅନି ଅଦିକ୍, କେ ତିରିସ୍ ପୁଟିଅନି ଅଦିକ୍ ପସଲ୍ ପାଚାଇବାଇ ।”
ମାତର୍ ଆରି ବାକି ସବୁ ବିଅନ୍ ନିକ ବୁଏଁ ଅଦ୍ରି ବୁଟା ଅଇ ବଡିକରି ପଲ୍ ଦାର୍ଲା । କେତେଟା ବୁଟାଇ ତିରିସ୍ ବାଗ୍, ସାଟେ ବାଗ୍, ଆରି ସଏ ବାଗ୍ ଅନି ଅଦିକ୍ ପଲ୍ଦାର୍ଲା ।”
ବାକିଲକ୍ମନ୍ ବାକିଅ ସୁନି ସେଟା ମାନ୍ବାଇ ଆରି ତିରିସ୍ ଗୁଣ୍, ସାଟେ ଗୁଣ୍ ଆରି ସଏ ଗୁଣ୍ ପଲ୍ ଦେବାଇ, ସେମନ୍ ବିଅନ୍ ଅଦ୍ରି ରଇବା ନିକ ବୁଇଁ ପାରା ।”
ଆରି କେତେକ୍ ବିଅନ୍ କାଟା ବୁଟା ମଜାଇ ଅଦର୍ଲା, ଆରି କାଟା ବୁଟାମନ୍ ଉଟି ବଡିକରି ଗାଜା ଅଇ ସବୁକେ ଚାପି ପାକାଇଲାଇ । ଚାପିଦେଲାକେ କାଇ ଦାନ୍ ମିସା ଅଏ ନାଇ ।
ଆରି ଜିସୁ କଇଲା, “ଜାକେ ସୁନ୍ବାକେ କାନ୍ ଆଚେବଇଲେ, ସେ ମନ୍ଦେଇ ସୁନ ।”
ଆରି ନିମାନ୍ ବୁଏଁ ଅଦର୍ଲା, ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ ଲକ୍ମନ୍ କି ନିମାନ୍ ଆରି ଦରମ୍ ମନେ ବାକିଅ ସୁନିକରି ସେଟା ଡାଟ୍ ସଙ୍ଗ୍ ଦାରି ସଙ୍ଗଇବାଇ ଆରି ଜାଗିରଇକରି ପଲ୍ପଲ୍ବାଇ ।”
ଆରି ବାକି କେତେଟା ନିକ ଜମିଟାନେ ଅଦର୍ଲା ଆରି ସଏ ଗୁନ୍ ପଲ୍ ପଲ୍ଲା ।” ଏଟା କଇସାରାଇ ଜିସୁ ଆଉଲିଅଇକରି କଇଲା, “ଜାକେ ସୁନ୍ଲାପାରା କାନ୍ ଆଚେ, ସେ ସୁନ ।”
“ମୁଇ ଅଇଲିନି ମୁଲ୍ ଅଙ୍ଗୁର୍ ମାଲ୍, ତମେ ଅଇଲାସ୍ନି ପିଲ୍କା ମାଲ୍ । ଜେ ମର୍ତେଇ ରଇସି ଆରି ମୁଇ ଜାର୍ତେଇ ରଇବି ସେ ବେସି ପଲ୍ ଦାର୍ସି, କାଇକେ ବଇଲେ ମକେ ଚାଡିକରି ତମେ କାଇଟା କରି ନାପାରାସ୍ ।
ଜେ ଜଦି ପର୍ମେସର୍ ମନ୍କଲାଟା ପୁରୁନ୍ କର୍ବାକେ ମନ୍ କର୍ସି ବଇଲେ ସେ ଜାନିପାର୍ସି, ମୁଇ ଦେଇତେରଇବା ସିକିଆ ପର୍ମେସରର୍ ଟାନେ ଅନି ଆଇଲାନି କି ସେଟା ମର୍ ନିଜର୍ ବପୁର୍ ସଙ୍ଗ୍ କଲିନି ବଲି ।
ତେସଲନିର୍ ଜିଉଦିମନର୍ ଟାନେଅନି ବେରିଆର୍ ଜିଉଦିମନ୍ କୁଲାକୁଲି ମନ୍ ରଇବା ଲକ୍ ରଇଲାଇ । ସେମନ୍ ଅଦିକ୍ ମନ୍ଦିଆନ୍ ଦେଇ ସିସ୍ମନର୍ ସିକିଆ ସୁନ୍ଲାଇ । ଆରି ପାଉଲ୍ କଇଲା କାତା, ସତ୍ କି ନାଇ ବଲି ଜାନ୍ବାକେ ସବୁ ଦିନ୍ ଦରମ୍ ସାସ୍ତର୍ ପଡ୍ତେରଇଲାଇ ।
ସେ ଆକା ଗର୍କେ ସମାନ୍କରି ସଙ୍ଗଇଲା ଆଚେ ଆରି ମାପ୍ରୁର୍ପାଇ ଗଟେକ୍ ସର୍ପିଦେଲା ସୁକଲ୍ ମନ୍ଦିର୍ପାରା କଲାଆଚେ ।
ଜେନ୍ତାରିକି ଗଟେକ୍ ପଲ୍ ଦେବା ଗଚ୍ ପଲ୍ ଦେଇସି, ସେନ୍ତାରିସେ ତମେ ମିସା ଜିସୁକିରିସ୍ଟର୍ ବପୁ ସଙ୍ଗ୍ ଦରମ୍ କାମର୍ ପଲ୍ ଦେଇସା । ଏଟା ପର୍ମେସର୍କେ ଡାକ୍ପୁଟା ଆରି ମଇମା କର୍ସି ।
ଗୁଲାଇ ଜଗତର୍ କେତେକ୍ କେତେକ୍ ଲକ୍ମନ୍ ଏ ସୁବ୍କବର୍ ବିସ୍ବାସ୍କରି ତାକର୍ ମନ୍ ବାଦ୍ଲାଇଲାଇନି । ତମେ ସୁବ୍କବର୍ ସୁନ୍ଲା ପର୍ତୁମ୍ ଦିନେଅନି ତମର୍ ବିତ୍ରେ ମିସା ଏନ୍ତାରିସେ ଅଇରଇଲା ଆରି ପର୍ମେସର୍ ଜିବନ୍ ଦୁକାଇଲା ସତ୍ ବିସଇ ତମେ ପୁରାପୁରୁନ୍ ଜାନିରଇଲାସ୍ ।