1 ଜିସୁ ଆରି ତାର୍ ସିସ୍ମନ୍ ସମ୍ଦୁର୍ ସେପାଟେ ରଇବା ଗରାସିୟମନର୍ ଜାଗାଇ କେଟ୍ଲାଇ ।
ସେଦିନେ ସଞ୍ଜ୍ ଅଇଲାକେ ଜିସୁ ସେମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।”
ସେମନ୍ ବେସି ଡରି ଜାଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ତେବେ ଏ କେ ଜେ, ପବନ୍ ଆରି ଲଅଡି ମିସା ତାର୍ ଆଦେସ୍ ମାନ୍ଲାଇନି ?”