10 ଆରି, ସେ ଲକ୍ ଜେନ୍ତିକି ସେମନ୍କେ ସେ ଜାଗାଇ ଅନି ବାଇରେ ନ ପାଟାଅ ବଲି, ଜିସୁକେ ତର୍କେ ତର୍ ଜୁଆର୍ ବିଆର୍ କଲା ।
ଆରି, ଜିରୁସାଲାମ୍ ଅନି ଆସିରଇବା ସାସ୍ତର୍ ସିକାଉମନ୍ କଇଲାଇ, “ଆକେ ଡୁମାମନର୍ ନେତା ବାଲ୍ଜିବୁଲ୍ ଦାରିଆଚେ, ଆରି ଡୁମାମନର୍ ନେତାର୍ ବପୁସଙ୍ଗ୍ ଡୁମା ଚାଡାଇଲାନି ।”
ସେ ଲଗର୍ କୁପ୍ଲି ପାଲିକେ ବେସି ଗୁସ୍ରି ମାନ୍ଦା ଚାର୍ତେରଇଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ ।
ଆରି, ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ ?” ସେ ତାକେ କଇଲା, “ମର୍ ନାଉଁ ବାଇନି ଡୁମା, ଏନ୍ତି ଆମେ ଜବର୍ ଆଚୁ ।”