11 ସେ ଲଗର୍ କୁପ୍ଲି ପାଲିକେ ବେସି ଗୁସ୍ରି ମାନ୍ଦା ଚାର୍ତେରଇଲାଇ ।
ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।
ସେବେଲାଇ ସେ ଜାଗାଇଅନି କଣ୍ଡେକ୍ ଦୁରିକେ ଗଟେକ୍ ବଡ୍ ଗୁସ୍ରି ମାନ୍ଦା ଚାରାଇତେରଇଲାଇ ।
ଆରି, ସେ ଲକ୍ ଜେନ୍ତିକି ସେମନ୍କେ ସେ ଜାଗାଇ ଅନି ବାଇରେ ନ ପାଟାଅ ବଲି, ଜିସୁକେ ତର୍କେ ତର୍ ଜୁଆର୍ ବିଆର୍ କଲା ।
ଆରି ଡୁମାମନ୍ ଜିସୁକେ ଜୁଆର୍ ବିଆର୍ କରି କଇଲାଇ, “ସେ ଗୁସ୍ରିମନର୍ ବିତ୍ରେ ପୁର୍ବାକେ ଆମ୍କେ ପାଟାଆ ।”
ତେଇ କୁପ୍ଲି ଲଗେ ଗଟେକ୍ ମାନ୍ଦା ଗୁସ୍ରି ରାସି ଚାର୍ତେ ରଇଲାଇ । ଆରି ସେ ଜେନ୍ତାରି ସେମନ୍କେ ସେ ଗୁସ୍ରି ମାନ୍ଦାର୍ ମଜାଇ ପୁର୍ବାକେ ଆଦେସ୍ ଦେଇସି, ଏଟାର୍ ପାଇ ସେମନ୍ ଜିସୁକେ ବାବୁଜିଆ କଲାଇ ।