ମାର୍କ 5:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।