21 ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା ।
ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
ଜିସୁ ଆରିତରେକ୍ ଗାଲିଲି ସମ୍ଦୁର୍ କଣ୍ଡିଟାନେ ସିକିଆ ଦେବାର୍ ଦାର୍ଲା, ଆରି ଏତେକ୍ ମାଣ୍ଡ୍ ଲକ୍ମନ୍ ତାର୍ ଲଗେ ଟୁଲ୍ଅଇଲାଇଜେ, ସେ ସମ୍ଦୁରେ ରଇବା ଗଟେକ୍ ଡଙ୍ଗାଇ ଜାଇ ବସ୍ଲା, ଆରି ଗୁଲାଇ ଲକ୍ମନ୍ ସମ୍ଦୁର୍ ପାଲିକେ ରଇଲାଇ ।
ସେଡ୍କିବେଲେ ସେମନ୍ ଲକ୍ ଗଅଲି ଚାଡିକରି, ଜିସୁ ବସି ରଇଲା, ଗଟେକ୍ ଡଙ୍ଗାଇ ଜାଇ ବସ୍ଲାଇ । ଆରି ବିନ୍ ବିନ୍ ଡଙ୍ଗା ମିସା ତାକର୍ ସଙ୍ଗ୍ ରଇଲା ।
ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ ଗଟେକ୍ ଡୁମା ଦାରିରଇବା ଲକ୍ ମସ୍ନେ ଅନି ବାରଇ ତାକେ ବେଟ୍ଅଇବାକେ ଆଇଲା ।
ଜିସୁ ଗାଡ୍ ସେପାଟେ ଅନି ଏ ପାଟେ ଆରିତରେକ୍ ବାଉଡି ଆଇଲା ପଚେ, ଲକ୍ମନ୍ ତାକେ ସାର୍ଦା ସଙ୍ଗ୍ ମାନ୍ଲାଇ । କାଇକେ ବଇଲେ ସେମନ୍ ତାକେ ଜାଗି ରଇଲାଇ ।