25 ତେଇ ଗଟେକ୍ ବାର ବରସ୍ ଜାକ ଗାଗ୍ଡେଅନି ବନି ଜିବା ମାଇଜିଟକି ରଇଲା ।
ଜିସୁ ତାକର୍ ସଙ୍ଗ୍ ଗାଲା, ଆରି ଗାଦିଲକ୍ ତାର୍ ପଚେ ପଚେ ଜିବାର୍ ଦାର୍ଲାଇ, ଆରି ଲକ୍ମନ୍ ତାକେ ଡାବାଡାବି ଅଇତେ ରଇଲାଇ ।
ଜେ କି କେତେ କେତେ ଡାକ୍ଟର୍ଟାନେ ଜାଇକରି ମିସା ସାସ୍ତି ବଗି ସବୁ ବିକିଦେଇ ରଇଲା । ମାତର୍ ଅଲପ୍ମିସା ନିକ ନ ଅଇ ଅଦିକ୍ ଅଦିକ୍ ଅଇଜାଇତେରଇଲା ।
ତେଇ ଗଟେକ୍ ମାଇଜି ରଇଲା । ତାକେ ଡୁମା ଦାରି ଅଟ୍ର ବରସ୍ ଜାକ କୁବ୍ଡି ଅଇରଇଲା । ସେ ବିଲ୍କୁଲ୍ ସିଦା ଅଇ ଇଣ୍ଡି ନାପାର୍ତେ ରଇଲା ।
ଜନ୍ ଲକ୍ କାବା ଅଇଜିବା କାମର୍ଲାଗି ନିମାନ୍ ଅଇରଇଲା, ତାକେ ଚାଲିସ୍ ବରସେଅନି ଅଦିକ୍ ଅଇରଇଲା ।