26 ଜେ କି କେତେ କେତେ ଡାକ୍ଟର୍ଟାନେ ଜାଇକରି ମିସା ସାସ୍ତି ବଗି ସବୁ ବିକିଦେଇ ରଇଲା । ମାତର୍ ଅଲପ୍ମିସା ନିକ ନ ଅଇ ଅଦିକ୍ ଅଦିକ୍ ଅଇଜାଇତେରଇଲା ।
ତେଇ ଗଟେକ୍ ବାର ବରସ୍ ଜାକ ଗାଗ୍ଡେଅନି ବନି ଜିବା ମାଇଜିଟକି ରଇଲା ।
ଜେଡେବେଲେ ସେ ଜିସୁର୍ ବିସଇ ସୁନି, ଲକ୍ ଗଅଲି ବିତ୍ରେ ପଚ୍ବାଟେ ଆସି ଜିସୁର୍ ଲୁଗା ଚିଇଲା, କାଇକେବଇଲେ ସେ କଇତେ ରଇଲା,
ସେଡ୍କିବେଲେ ବାର ବରସ୍ ଦାରି ବନି ଜାଇତେ ରଇବା ଗଟେକ୍ ରଗିନି ମାଇଜି ରଇଲା । ନିଜର୍ ସବୁଡାବୁ ସାରାଇକରି ମିସା କାର୍ ଲଗେ ଜାଇ ନିକ ଅଇ ନାପାର୍ଲା ।