28 “କେନ୍ତି ମିସା ମୁଇ ତାର୍ ଲୁଗାଜାଲି ଅଲପ୍ ଚିଇଲେ ନିମାନ୍ ଅଇବି ।”
ଜେଡେବେଲେ ସେ ଜିସୁର୍ ବିସଇ ସୁନି, ଲକ୍ ଗଅଲି ବିତ୍ରେ ପଚ୍ବାଟେ ଆସି ଜିସୁର୍ ଲୁଗା ଚିଇଲା, କାଇକେବଇଲେ ସେ କଇତେ ରଇଲା,
ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।