3 ସେ ଲକ୍ ମସ୍ନେ ବାସାଅଇରଇଲା, ଆରି କେ ମିସା ତାକେ ସିକିଲି ସଙ୍ଗ୍ ବାନ୍ଦି ନାପାର୍ତେ ରଇଲାଇ ।
ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ ଗଟେକ୍ ଡୁମା ଦାରିରଇବା ଲକ୍ ମସ୍ନେ ଅନି ବାରଇ ତାକେ ବେଟ୍ଅଇବାକେ ଆଇଲା ।
ତାକେ କେତେକ୍ ତର୍ ଗଡେ କଡୁ ଆରି ଆତେ ସିକିଲି ସଙ୍ଗ୍ ବାନ୍ଦ୍ଲେ ମିସା, ସେ ସିକିଲି ସବୁ ଚିଡାଇ ଦେଇ, କଡୁ ସବୁ ବାଙ୍ଗାଇ ପାକାଇତେ ରଇଲା । ତାକେ ବାନ୍ଦି ସଙ୍ଗଇବାକେ କାର୍ ମିସା ବପୁ ନ ରଇଲା ।
କାଇକେ ବଇଲେ ଜିସୁ ଡୁମାକେ ସେ ମୁନୁସର୍ ଟାନେଅନି ବାରଇଜାଅ ବଲି ଆଦେସ୍ ଦେଇରଇଲା । ସେ ଡୁମା ସେଲକ୍କେ ଦାରିଲାଗିରଇଲା, ଆରି ଲକ୍ମନ୍ ତାକେ ସିକିଲି ସଙ୍ଗ୍ ବାନ୍ଦି ଜାଗ୍ତେ ରଇଲାଇ । ମାତର୍ ସେ ବାନ୍ଦ୍ଲାଟା ସବୁ ଚିଡାଇ ପାକାଇତେରଇଲା ଆରି ଡୁମା ତାକେ କିନରା ଜାଗାମନ୍କେ ଦାରିଜାଇତେରଇଲା ।