30 ସେ ଦାପ୍ରେ ଜିସୁ ନିଜର୍ ଟାନେଅନି ସକ୍ତି ବାରଇବାଟା ଜାନିକରି ଲକ୍ମନର୍ ବାଟେ ବୁଲି ଦେକି କଇଲା, “କେ ମର୍ ଲୁଗା ଚିଇଲା ?”
ତାର୍ ସିସ୍ମନ୍ ତାକେ କଇଲାଇ, “ତମେତା ଦେକ୍ଲାସ୍ନି, ଲକ୍ମନ୍ ତମର୍ ଉପ୍ରେ ଡାବା ଡାବି ଅଇଗାଲାଇନି ଆରି ତମେ କେନ୍ତି କଇଲାସ୍ନି, କେ ମକେ ଚିଇଲା ବଲି ?”
ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା ।
ସବୁଲକ୍ମନ୍ ଜିସୁକେ ଚିଇବାକେ ଚେସ୍ଟା କର୍ତେରଇଲାଇ । କାଇକେବଇଲେ ତାର୍ ଗାଗ୍ଡେଅନି ମାପ୍ରୁର୍ ବପୁ ବାରଇତେରଇଲା ଆରି ସବୁଲକ୍ମନ୍କେ ନିକ କରତେରଇଲା ।
ମାତର୍ ଜିସୁ କଇଲା, “କେ କି ଗଟେକ୍ ଲକ୍ ମକେ ଚିଇଲା, କାଇକେ ବଇଲେ ମର୍ ବିତ୍ରେଅନି ବପୁ ବାରଇଲା ବଲି ମୁଇ ଜାନ୍ଲି ।”
ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।