34 ଜିସୁ ତାକେ କଇଲା, “ନୁନି, ମର୍ଟାନେ ବିସ୍ବାସ୍ କଲାକେ ତୁଇ ନିମାନ୍ ଅଇ ଆଚୁସ୍, ସାନ୍ତିଅଇ ଜା ଆରି ତର୍ ରଗେଅନି ନିମାନ୍ ଅଇ ର ।”
ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା ।
ଜିସୁ ତାକେ କଇଲା, “ଜା, ତୁଇ ନିମାନ୍ ଅଇଜାଇ ଆଚୁସ୍ । କାଇକେବଇଲେ ତୁଇ ମକେ ବିସ୍ବାସ୍ କରି ଆଁକି ଦେକି ପାର୍ଲୁସ୍ନି ।” ସେଦାପ୍ରେସେ କାଣା ଆଁକି ଦେକି ବାଟେ ବାଟେ ଜିସୁର୍ ପଚେ ଜିବାର୍ ଦାର୍ଲା ।
କାଇକେବଇଲେ ସେ ବେସି ଲକ୍ମନ୍କେ ନିମାନ୍ କଲାଜେ ଜର୍ଦୁକା ଅଇରଇବା ଲକ୍ମନ୍ ତାକେ ଚିଉଁ ବଲି ଉପ୍ରେ ଡାବିଅଇ ଜାଇତେରଇଲାଇ ।
ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
ସେଡ୍କି ବେଲେ ସେ ମାଇଜିଟକି ତାକେ ଜନ୍ ଜନ୍ଟା ଗଟିଆଚେ, ସେଟା ଜାନି, ଡରିକରି ତର୍ତରି ତର୍ତରି ଆସି ଜିସୁର୍ ଗଡ୍ତଲେ ଅଦ୍ରି ସବୁ ସତ୍କାତା କଇଲା ।
ତାର୍ ପଚେ ଜିସୁ ତାକେ କଇଲା, “ତୁଇ ଏବେ ଉଟ୍ ଆରି ଜାଆ, କାଇକେ ବଇଲେ ମୁଇ ତକେ ନିମାନ୍ କରିପାର୍ବି ବଲି ବିସ୍ବାସ୍ କରିରଇଲୁସ୍ ।”
ତେବେ ଜିସୁ ତାକେ କଇଲା, “ତୁଇ ଦେକ୍ବାକେ ପାଆ ! ମୁଇ ତର୍ ଆଁକି ନିକ କର୍ବି କାଇକେ ବଇଲେ, ତୁଇ ମର୍ତେଇ ବିସ୍ବାସ୍ କରି ଆଚୁସ୍ ।”
ମାତର୍ ଜିସୁ ସେ ମାଇଜିକେ କଇଲା, “ତୁଇ ମକେ ବିସ୍ବାସ୍ କଲାର୍ପାଇ ବଲି ରକିଆ ପାଇଆଚୁସ୍, ସାନ୍ତିସଙ୍ଗ୍ ଉଟିଜା ।”
ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”
ତେଇ ବସି, ସେ ପାଉଲର୍ ସିକିଆ ସୁନ୍ତେ ରଇଲା । ତାର୍ ମନେ ବିସ୍ବାସ୍ ଅଇଲାଆଚେ ଆରି ସେ ନିମାନ୍ ଅଇପାର୍ସି ବଲି ପାଉଲ୍ ଜାନି ପାର୍ଲା । ସେଟାର୍ ପାଇ ତାର୍ବାଟେ ତିରିଆଇ ଦେକି,
ତେଇ କେତେ ଦିନ୍ ରଇଲା ପଚେ, ଜନ୍ଲକ୍ମନ୍ ସେମନ୍କେ ପାଟାଇରଇଲାଇ, ସେମନର୍ ଲଗେ ବାଉଡି ଜିବାକେ, ବିସ୍ବାସି ବାଇମନ୍ ସେମନ୍କେ ସାନ୍ତି ସଙ୍ଗ୍, ପାଟାଇ ଦେଲାଇ ।
ସେଟାର୍ ପାଇ ବନ୍ଦିଗର୍ ଜାଗୁଆଲ୍ ପାଉଲ୍କେ କଇଲା, “ରମିଅ ସାସନ୍କାରିଆ ତମ୍କେ ଆରି ସିଲାକେ ଚାଡି ଦେବାକେ ଆଦେସ୍ ଦେଲା ଆଚେ । ଏବେ ତମେ ଏ ଜାଗାଇଅନି ସାନ୍ତି ସଙ୍ଗ୍ ଉଟି ଜା ।”
ତମର୍ ବିତ୍ରେ କେଆଲେ ଗଟେକ୍ ଲକ୍ ତାର୍ ଲଗେ ଜାଇ, ତକେ ପେଟ୍କେ କାଦି ଆରି ଗାଗଡ୍କେ ଲୁଗା ମିଲ ବଲି କଇସା । ତମେ ତାକେ ଲଡାକେ ଲାଗ୍ବାଟା ନ ଦେଇ ଏନ୍ତାରି କଇଲେ କାଇ ଲାବ୍ ?