35 ସେ ଏ କାତା କଇଲା ବେଲେ ଜିଉଦି ମନର୍ ପାର୍ତନା ଚାଲାଉ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ନୁନି ମରିଗାଲାବେ, କାଇକେ ଗୁରୁକେ ଆରି କସ୍ଟ ଦେଲାସ୍ନି ?”
ସେମନ୍ କାଇଟା ବଲି କଇଲାଇନି, ଏଟା ଜାନିକରି ଜିସୁ କଇଲା, “ତାକେ କାଇକେ ତମେ ଅଇରାନ୍ କଲାସ୍ନି ? ସେ ମର୍ ପାଇ ଗଟେକ୍ ନିକ ଆରି ସୁନ୍ଦର୍ କାମ୍ କଲାଆଚେ ।”
ଜିସୁ କଇଲା, “ନଅରେ ଜାଇ ସେ ଲକ୍କେ କଇସା, ତାର୍ ଦିନ୍କାଲ୍ କେଟି ଆଇଲାନି ବଲି ଗୁରୁ କଇଲା ଆଚେ । ତାର୍ ସିସ୍ମନର୍ ସଙ୍ଗ୍ ତମର୍ ଗରେ ସେ ନିସ୍ତାର୍ ପରବ୍ ମାନ୍ସି ।”
ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
ଜିସୁ ଆରି ତାର୍ ସିସ୍ମନ୍ ତେଇଅନି ବାରଇ ଜିବାବେଲେ ବାଟେ ଗଟେକ୍ ଲକ୍ ପାଲାଇ ଆସି ତାର୍ ଲଗେ କେଟ୍ଲା ଆରି ତାର୍ ମୁଆଟେ ମାଣ୍ଡିକୁଟା ଦେଇ ପାଚାର୍ଲା, “ଏ ନିମାନ୍ ଗୁରୁ, ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?”
ସେଡ୍କିବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଅ, ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆସି ଜିସୁକେ ଦେକି ତାର୍ ଗଡ୍ତଲେ ଅଦର୍ଲା ।
ସେ ଏ କାତା କଇବା ବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଆ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ଟକି ମରିଗାଲାବେ, ଗୁରୁକେ ଆରି କସ୍ଟ ଦିଆସ୍ ନାଇ ।”
ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
ଏ ସବୁ କାତା କଇସାର୍ଲାପଚେ ମାର୍ତା ଜାଇକରି ନିଜର୍ ବଇନିକେ କେ ନ ସୁନ୍ଲାପାରା ଡାକି କଇଲା, “ଆଉ ଗୁରୁ ଆସିଆଚେ ଆରି ତକେ ଡାକ୍ଲାନି ।”
ତେଇ ଜିସୁ ଜନ୍ ଜାଗାଇରଇଲା, ମରିୟମ୍ ସେ ଜାଗାଇ କେଟ୍ଲା ଆରି ଜିସୁକେ ଦେକିକରି ତାର୍ ପାଦେ ଡାଣ୍ଡାସନ୍ ପଡି କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ଆଲେ ମର୍ ବାଇ ନ ମର୍ତା ।”
ଜିସୁ ତିଆର୍ଲା, “ଏ ପାକ୍ନା ଗୁଚାଇଦିଆସ୍ ।” ମରିଜାଉ ଲାଜାରର୍ ବଇନି ମାର୍ତା କଇଲା, “ମାପ୍ରୁ ସେଟା କୁଇକରି ଗନ୍ଦି ଗାଲାବେ, କାଇକେବଇଲେ, ତାକେ କବର୍ଦେଇ ଚାର୍ଦିନ୍ ଅଇଗାଲା ।”
ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।