38 ସେମନ୍ ପାର୍ତନା ଚାଲାଉର୍ ଗରେ ଆଇଲା ଦାପ୍ରେ, ଜିସୁ, ଆଉଲି ଅଇବାଟା ଆରି ବେସି ମାର୍ଚପ୍ ଅଇ କାନ୍ଦ୍ବାଟା ଦେକ୍ଲା ।
“ଆମେ ବିବା ବାଜା ବାଜାଇଲୁ, ମାତର୍ ତମେ ନାଟ୍ କରାସ୍ ନାଇ । ଦୁକର୍ ଗିତ୍ ଗାଇଲୁ ତମେ କାନ୍ଦାସ୍ ନାଇ ।
ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
ସେଡ୍କିବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଅ, ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆସି ଜିସୁକେ ଦେକି ତାର୍ ଗଡ୍ତଲେ ଅଦର୍ଲା ।
ମାତର୍ ବିତ୍ରେ ଜାଇ ଲକ୍ମନ୍କେ କଇଲା, “କାଇକେ ଆଉଲି ଅଇ କାନ୍ଦ୍ଲାସ୍ନି ? ଏ ନୁନି ମରେ ନାଇ, ଅବ୍କା ସଇଦେଇଆଚେ ।” ସେଡ୍କି ବେଲେ ସେମନ୍ ଜିସୁକେ ଲାଜ୍ କରାଇ କଇବାର୍ ଦାର୍ଲାଇ ।
ପିତର୍ ତିଆର୍ ଅଇକରି ସେମନର୍ ସଙ୍ଗ୍ ଗାଲା । ତେଇ ସେ କେଟ୍ଲା ଦାପ୍ରେ ଲକ୍ମନ୍ ତାକେ ଉପର୍ ତାଲାର୍ ବାକ୍ରାଇ ଡାକି ନେଲାଇ । ରାଣ୍ଡି ମାଇଜିମନ୍ ଚାରିବେଡ୍ତି ଅଇକରି କାନ୍ଦି କାନ୍ଦି ଦାର୍କାସ୍ ଜିବନ୍ ରଇଲାବେଲେ ସିଲାଇ ରଇବା ବସ୍ତର୍ ଆରି ଲୁଗାମନ୍ ସବୁ ପିତର୍କେ ଦେକାଇଲାଇ ।