4 ତାକେ କେତେକ୍ ତର୍ ଗଡେ କଡୁ ଆରି ଆତେ ସିକିଲି ସଙ୍ଗ୍ ବାନ୍ଦ୍ଲେ ମିସା, ସେ ସିକିଲି ସବୁ ଚିଡାଇ ଦେଇ, କଡୁ ସବୁ ବାଙ୍ଗାଇ ପାକାଇତେ ରଇଲା । ତାକେ ବାନ୍ଦି ସଙ୍ଗଇବାକେ କାର୍ ମିସା ବପୁ ନ ରଇଲା ।
ସେ ଲକ୍ ମସ୍ନେ ବାସାଅଇରଇଲା, ଆରି କେ ମିସା ତାକେ ସିକିଲି ସଙ୍ଗ୍ ବାନ୍ଦି ନାପାର୍ତେ ରଇଲାଇ ।
ସେ ଦିନ୍ ରାତି ସବୁବେଲେ ମସ୍ନେ ଆରି କୁପ୍ଲିତେଇ ରଇ କିର୍କିର୍ତେ ରଇଲା, ଆରି ପାକ୍ନା ସଙ୍ଗ୍ ଗାଗ୍ଡେ ମୁଣ୍ଡେ ମାରିଅଇ କଣ୍ଡିଆ ବଣ୍ଡିଆ ଅଇଜାଇତେରଇଲା ।
କାଇକେ ବଇଲେ ଜିସୁ ଡୁମାକେ ସେ ମୁନୁସର୍ ଟାନେଅନି ବାରଇଜାଅ ବଲି ଆଦେସ୍ ଦେଇରଇଲା । ସେ ଡୁମା ସେଲକ୍କେ ଦାରିଲାଗିରଇଲା, ଆରି ଲକ୍ମନ୍ ତାକେ ସିକିଲି ସଙ୍ଗ୍ ବାନ୍ଦି ଜାଗ୍ତେ ରଇଲାଇ । ମାତର୍ ସେ ବାନ୍ଦ୍ଲାଟା ସବୁ ଚିଡାଇ ପାକାଇତେରଇଲା ଆରି ଡୁମା ତାକେ କିନରା ଜାଗାମନ୍କେ ଦାରିଜାଇତେରଇଲା ।