40 ମାତର୍ ସେ ସବୁକେ ବାର୍କରି ଟକିର୍ ଆୟାବାବାକେ ଆରି ନିଜର୍ ସିସ୍ମନର୍ ସଙ୍ଗ୍, ତାକେ ଜନ୍ ଲଗେ ଡୁଲାଇ ରଇଲାଇ, ସେ ଜାଗାଇ ଗାଲା ।
ଲକର୍ ଟଣ୍ଡେଅନି ଜାଇଟା ବିତ୍ରେ ଗାଲାନି, ସେଟା ତାକେ ଅସୁକଲ୍ ନ କରେ, ମାତର୍ ଜାଇଟା, ତାର୍ ବିତ୍ରେଅନି ବାରଇଆଇସି, ସେଟା ତାକେ ଅସୁକଲ୍ କର୍ସି ।”
ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।
ମାତର୍ ବିତ୍ରେ ଜାଇ ଲକ୍ମନ୍କେ କଇଲା, “କାଇକେ ଆଉଲି ଅଇ କାନ୍ଦ୍ଲାସ୍ନି ? ଏ ନୁନି ମରେ ନାଇ, ଅବ୍କା ସଇଦେଇଆଚେ ।” ସେଡ୍କି ବେଲେ ସେମନ୍ ଜିସୁକେ ଲାଜ୍ କରାଇ କଇବାର୍ ଦାର୍ଲାଇ ।
ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍ !” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍ !”
ପାରୁସି ଦଲର୍ ଲକ୍ମନ୍ ଏ ସବୁ କାତା ସୁନି ଜିସୁକେ ଟାପ୍ରା କଲାଇ, କାଇକେ ବଇଲେ ଡାବୁ ଆକା ସେମନର୍ ଜିବର୍ ଦନ୍ ବଲି ବାବ୍ତେ ରଇଲାଇ ।
ପାଉଲର୍ଟାନେ, ମଲାଟାନେଅନି ଉଟ୍ଲା ବିସଇ ସୁନି ସେମନର୍ ବିତ୍ରେଅନି କେତେ ଲକ୍ ତାକେ କିଜାଇଲାଇ, ମାତର୍ ବିନ୍ ଲକ୍ମନ୍ କଇଲାଇ, “ତମର୍ତେଇଅନି ଆମେ ଆରିତରେକ୍ ଏ ବିସଇ ସୁନ୍ବାକେ ମନ୍ କଲୁନି ।”