ମାର୍କ 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।” အခန်းကိုကြည့်ပါ။ |
ଏ ମଲ୍କିସେଦକ୍ ସାଲେମ୍ ରାଇଜର୍ ରାଜା ରଇଲା । ସେ ସବୁର୍ଟାନେଅନି ଉପ୍ରେ ରଇବା ପର୍ମେସରର୍ ପୁଜାରି ରଇଲା । ଚାର୍ଟା ରାଜାମନ୍କେ ଜୁଇଦେ ଆରାଇକରି ବାଉଡ୍ଲାବେଲେ ମଲ୍କିସେଦକ୍ ଅବ୍ରାଆମ୍କେ ବେଟ୍ ଅଇବାର୍ ଗାଲା ଆରି ତାକେ ଆସିର୍ବାଦ୍ କଲା । ସେଡ୍କିବେଲେ ଜୁଇଦେ ଜିତିକରି ତେଇର୍ ଜେତ୍କି କାଇକାଇଟା ନେଇକରି, ନିଜର୍ଟା କରିରଇଲା, ତେଇଅନି ଦସ୍ବାଗେ ଅନି ଗଟେକ୍ବାଗ୍ ଅବ୍ରାଆମ୍ ତାକେ ଦେଲା ।