8 କାଇକେବଇଲେ ଜିସୁ ତାକେ ଆଗ୍ତୁ କଇତେରଇଲା, “ଏରେ ଡୁମା, ଏ ଲକର୍ଟାନେଅନି ବାରଇ ଜା ।”
ଜିସୁ ଡୁମାକେ ଦମ୍କାଇ କରି କଇଲା, “ଚୁପ୍ ଅ, ଆରି ଏ ଲକର୍ତେଇ ଅନି ବାର୍ଇ ଜା ।”
ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।”
ଆରି, ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ ?” ସେ ତାକେ କଇଲା, “ମର୍ ନାଉଁ ବାଇନି ଡୁମା, ଏନ୍ତି ଆମେ ଜବର୍ ଆଚୁ ।”
ସେ ଦାଙ୍ଗ୍ଡି ବେସି ଦିନ୍ ଦାରି ଏନ୍ତି କଲା । ସାରାସାରିପଚେ ପାଉଲ୍ ବିଜାର୍ ଅଇଲା । ସେ ପଚ୍ବାଟେ ପାସ୍ଲି ଦେକି କାରାପ୍ଆତ୍ମାକେ ଦମ୍କାଇକରି କଇଲା, “ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲିନି, ତାର୍ତେଇଅନି ବାରଇ ଜା ।” ସେ କଇଲା ଦାପ୍ରେ, କରାପ୍ ଆତ୍ମା ତାର୍ତେଇଅନି ବାରଇଗାଲା ।