17 ତେବେ ଏରଦ୍ ନିଜର୍ ବାଇ ପିଲିପର୍ ମାଇଜି ଏରଦିଆକେ ବିବା ଅଇ ରଇଲା । ତାକେ ସାର୍ଦା କର୍ବାକେ ନିଜେ ଏରଦ୍ ଲକ୍ମନ୍କେ ପାଟାଇ ଡୁବନ୍ ଦେଉ ଜଅନ୍କେ ଦାରି, ବାନ୍ଦିକରି ବନ୍ଦି କର୍ବାକେ ଆଦେସ୍ ଦେଲା ।
ସେ ବେଲା ଡୁବନ୍ଦେଉ ଜଅନ୍ ବନ୍ଦିଗରେ ରଇଲା । ଜିସୁ ଜନ୍ କାମ୍ମନ୍ ସବୁ କର୍ତେ ରଇଲା, ତାର୍ କବର୍ ସୁନି ତାର୍ କେତେଟା ସିସ୍ମନ୍କେ ଜିସୁର୍ ଲଗେ ପାଟାଇଲା ।
ତାର୍ପଚେ ଡୁବନ୍ ଦେଉ ଜଅନ୍ ବନ୍ଦି ଅଇଲାଆଚେ ବଲି ଜିସୁ ସୁନିକରି ଗାଲିିଲି ଉଟି ଗାଲା ।
ମାତର୍ ଏରଦ୍ ଏଟା ସୁନି କଇଲା, “ମୁଇ ଜନ୍ ଜଅନର୍ ମୁଣ୍ଡ୍ କାଟାଇଲି, ସେ ମଲାତେଇଅନି ଉଟିଆଚେ !”
ବଡ୍ ସାସନ୍କାରିଆ ତିବିରିଆ କାଇସର୍ ସାସନ୍ କର୍ବା ପନ୍ଦ୍ର ବରସ୍ ଅଇଲାବେଲେ, ପାନ୍ତିୟ ପିଲାତ୍ ଜିଉଦା ରାଇଜ୍ ସାସନ୍ କର୍ତେରଇଲା । ଆରି ଏରଦ୍ ଗାଲିଲିର୍ ସାସନ୍କାରିଆ ରଇଲା । ଏରଦର୍ ବାଇ ପିଲିପ୍ ଇତୁରିଆ ଆରି ତାକ୍ନିତ୍ ରାଇଜର୍ ସାମନ୍ତ୍ ରାଜା ରଇଲା । ଲୁସାନିଆ ନାଉଁର୍ ଗଟେକ୍ ଲକ୍ ଅବିଲିନି ରାଇଜର୍ ସାମନ୍ତ୍ ରାଜା ରଇଲା ।
ସେତ୍କି ଦିନ୍ ଜାକ ଜଅନ୍ ବନ୍ଦି ନ ଅଇରଇଲା ।