ମାର୍କ 6:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ପଚେ ଏରଦିଆର୍ ଜାଗ୍ତେ ରଇବା ଦିନ୍ କେଟିଆଇଲା । ଏରଦର୍ ଜନମ୍ ଦିନେ, ନିଜର୍ ମନ୍ତ୍ରି ମନ୍କେ ଆରି ମୁକିଅ ମୁକିଅ ସେନାପତି ଆରି ଗାଲିଲିର୍ ବଡ୍ବଡ୍ ଲକ୍ମନ୍କେ ଡାକି, ରାତିଆ ଗଟେକ୍ ବଜିକଲା । အခန်းကိုကြည့်ပါ။ |
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।