24 ତେଇଅନି ସେ ବାରଇଜାଇ ତାର୍ ମାଆକେ ପାଚାର୍ଲା, “ମୁଇ କାଇଟା ମାଙ୍ଗ୍ବି ?” ତାର୍ ମାଆ କଇଲା, “ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ମାଙ୍ଗ୍ ।”
ତାର୍ ଆୟାର୍ କାତା ଦାରି ଟକି କଇଲା “ମକେ ଏବେଆକା ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ ସଙ୍ଗଇ କରି ଦିଆ ।”
ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା ।
ଆରି ଏରଦ୍ ତାର୍ ଲଗେ ପର୍ମାନ୍ କଲା, “ତୁଇ ଆମ୍କେ ଜାଇଟା ମାଙ୍ଗ୍ଲେ ମିସା, ମୁଇ ରାଇଜର୍ ଅଦ୍ ବାଗ୍ ଜାକ ତକେ ଦେଇ ଦେବି ।”
ସେଦାପ୍ରେ ଟକି ରାଜାର୍ ଲଗେ ଆସି ଏଟା କଇ ମାଙ୍ଗ୍ଲା, “ତୁଇ ମକେ ଏବେ ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ କାଟି ଦେ ।”