26 ସେକାତା ସୁନି ରାଜା ବେସି ଦୁକ୍ କଲା ମାତର୍ ନିଜେ କାତା ଦେଇରଇଲାଟା ଆରି କାଇବାକେ ବସି ରଇବା ଲକ୍ମନର୍ମୁଆଟେ ମାଙ୍ଗ୍ଲାଟା ନାଇ ବଲି କଇବାକେ ମନ୍ କରେନାଇ ।
ଏଟା ସୁନିକରି ରାଜା ଦୁକ୍ ଅଇଗାଲା । ଏଲେମିସା ସବୁର୍ ମୁଆଟେ ନିଜେ ପର୍ମାନ୍ ନିୟମ୍ କରିରଇଲାଜେ ଟକିର୍ ମନ୍ କରିରଇବାଟା ପୁରୁନ୍ କର୍ବାକେ ଆଦେସ୍ ଦେଲା ।
ସେଦାପ୍ରେ ଟକି ରାଜାର୍ ଲଗେ ଆସି ଏଟା କଇ ମାଙ୍ଗ୍ଲା, “ତୁଇ ମକେ ଏବେ ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ କାଟି ଦେ ।”
ତେବେ ରାଜା ସେଦାପ୍ରେ ଗଟେକ୍ ସଇନକେ ପାଟାଇ ତାର୍ ମୁଣ୍ଡ୍ ଆନ୍ବାକେ ଆଦେସ୍ ଦେଲା, ତେଇ ସଇନ ବନ୍ଦି ଗରେ ଜାଇ, ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ କାଟ୍ଲା ।