30 ପଚେ ପେରିତ୍ମନ୍ ଜିସୁର୍ ଲଗେ ରୁଣ୍ଡ୍ଲାଇ, ଆରି ସେମନ୍ ଜନ୍ ଜନ୍ଟା କରି ରଇଲାଇ, ଆରି ଜାଇ ଜାଇଟା ସିକାଇ ଦେଇରଇଲାଇ, ସେସବୁ ତାକେ ଜାନାଇଲାଇ ।
ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍,
ସେ ବାର ଲକ୍କେ ବାଚ୍ଲା ଆରି ସେମନ୍କେ ତାର୍ କବର୍ ନେଉ ବଲି ଡାକ୍ଲା । ଜେନ୍ତି ସେମନ୍ ତାର୍ ସଙ୍ଗ୍ ରଇପାରତ୍ ଆରି ସେମନ୍ ତାର୍ କବର୍ ଜାନାଇବାଇ,
ଜଅନର୍ ସିସ୍ମନ୍ ତେଇର୍ କବର୍ ସୁନି ଆଇଲାଇ, ଆରି ମଲା ମଡ୍କେ ନେଇ ମସ୍ନେ ତପ୍ଲାଇ ।
ତାର୍ପଚେ ସେ ସତୁରି ଲକ୍ ବାଉଡି ଆଇଲାଇ ଆରି ସାର୍ଦାଅଇକରି କଇଲାଇ, “ମାପ୍ରୁ, ତମର୍ ନାଉଁ ଦାରି ଆଦେସ୍ ଦେଲେ ଡୁମାମନ୍ମିସା ଆମର୍ କାତା ମାନ୍ଲାଇନି ।”
ଆରି ପେରିତ୍ମନ୍ ଜିସୁକେ କଇଲାଇ, “ଆମର୍ ବିସ୍ବାସ୍ ଅଦିକ୍ କରିଦିଆସ୍ ।”
ସମାନ୍ ବେଲା କେଟ୍ଲାକେ ଜିସୁ ପେରିତ୍ମନର୍ ସଙ୍ଗ୍ କାଇବାକେ ମିସ୍ତେ ବସ୍ଲାଇ ।
ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
ସାକାଲ୍ ପାଇଲାକେ, ଜିସୁ ସିସ୍ମନ୍କେ ଲଗେ ଡାକି ସେମନର୍ ବିତ୍ରେଅନି ବାର ଲକ୍କେ ବାଚ୍ଲା, ଆରି ସେମନ୍କେ ପେରିତ୍ ବଲି ନାଉଁ ଦେଲା ।
ପଚେ ବାର୍ଟା ସିସ୍ମନ୍ ବାଉଡି ଆସି ଜାଇ ଜାଇଟା କରିରଇଲାଇ, ସେ ସବୁ ଜିସୁର୍ ଲଗେ ବାତାଇଦେଲାଇ । ତେଇଅନି ଜିସୁ ଜେନ୍ତିକି ଲକ୍ମନର୍ଟାନେଅନି ବିନେ ରଇବାକେ ସେମନ୍କେ ବେତ୍ସାଇଦା ନାଉଁର୍ ନଅରେ ଡାକିନେଲା ।
ତାର୍ପଚେ ଦୁଇ ଲକର୍ଟାନେଅନି ଗଟେକ୍ ଲକ୍କେ ବାଚ୍ବାକେ କେଡ୍ପୁଟାଇଲାଇ । କେଡ୍ପୁଟାଇଲାକେ ମତିୟସର୍ ନାଉଁ ପୁଟ୍ଲା । ସେନ୍ତାରି, ଏଗାର୍ଟା ସିସ୍ମନର୍ ଦଲେ ସେ ମିସ୍ଲା ।