35 ଏତ୍କି ବିତ୍ରେ ବେଲ୍ ବସି ଆଇବାକେ ସିସ୍ମନ୍ ଆସି ଜିସୁକେ କଇଲାଇ, “ଏ ଜାଗା ତା ଚିମ୍ରା ଜାଗା ଆରି ବେଲ୍ ମିସା ବସିଆଇଲାନି,
ଜିସୁ ଜଅନର୍ କବର୍ ସୁନ୍ଲା ଦାପ୍ରେ ଡଙ୍ଗାଇ ଚଗ୍ଲା ଆରି ଗଟେକ୍ କିନରା ଜାଗାଇ ଗାଲା । ତେଇ ସେ ଜିବାଟା ଜାନିକରି ଲଗର୍ ପାକର୍ ସଅରେ ଅନି କେତେକ୍ କେତେକ୍ ଲକ୍ମନ୍ ଗାଡ୍ କଣ୍ଡିକଣ୍ଡି ଇଣ୍ଡି ଜିସୁର୍ ପଚେ ପଚେ ଗାଲାଇ ।
ଜିସୁ ଡଙ୍ଗାଇଅନି ବାରଇ, ବେସି ଲକ୍ମନ୍କେ ଦେକି ତାର୍ ଜିବନ୍ ଦୁକାଇ ଦୟାକଲା । କାଇକେବଇଲେ ସେମନ୍ ଗଉଡ୍ ନ ରଇଲା ମେଣ୍ଡାରାସି ପାରା ରଇଲାଇ ଆରି ସେ ସେମନ୍କେ କେତେକ୍ ବିସଇ ସିକିଆ ଦେବାର୍ଦାର୍ଲା ।
ତେବର୍ପାଇ ଲକ୍ମନ୍କେ ପାଟାଇ ଦିଆସ୍ । ଜେନ୍ତି କି ସେମନ୍ ଚାରିବେଡ୍ତିର୍ ଗାଉଁ ମନ୍କେ ଜାଇ ନିଜର୍ ନିଜର୍ ପାଇ କାଇବାକେ କାଇଟା ମିସା ଗେନତ୍ ।”