36 ତେବର୍ପାଇ ଲକ୍ମନ୍କେ ପାଟାଇ ଦିଆସ୍ । ଜେନ୍ତି କି ସେମନ୍ ଚାରିବେଡ୍ତିର୍ ଗାଉଁ ମନ୍କେ ଜାଇ ନିଜର୍ ନିଜର୍ ପାଇ କାଇବାକେ କାଇଟା ମିସା ଗେନତ୍ ।”
ମାତର୍ ଜିସୁ ତାକେ ପଦେକ୍ କାତା ମିସା କଏ ନାଇ । ସିସ୍ମନ୍ ତାର୍ ଲଗେ ଆସି ବାବୁଜିଆ କଲାଇ, “ତାକେ ବିଗି ପାଟାଇ ଦିଆସ୍ । ଦେକା ସେ କେନ୍ତି ଆଉଲିଅଇ ଆମ୍କେ କେଦିଆନ୍ଲାନି ?”
ପିତର୍ ଜିସୁକେ ଅଁତ୍ରେ ଡାକିନେଇ ସେନ୍ତି ନ ଅ ବଲି ଦମ୍କାଇଲା । “ପର୍ମେସର୍ ତମ୍କେ କାଇଟା ନ କର, ମାପ୍ରୁ, ତମ୍କେ ଏ ସବୁ କେବେ ମିସା ନଅ ।”
“ ଜିସୁକେ କାଇବାକେ ମିସା ବେଲା ନାଇ ।” ବଲି କଇ ତାକର୍ ଗରର୍ ଲକ୍ ସୁନି, ତାକେ ଗରେ ଡାକିନେବାକେ ଆଇଲାଇ । କାଇକେବଇଲେ ସେମନ୍ କଇଲାଇ, “ତାର୍ ବୁଦି ବାନାଅଇଗାଲାନି ।”
ତାର୍ ସିସ୍ମନ୍ ତାକେ କଇଲାଇ, “ତମେତା ଦେକ୍ଲାସ୍ନି, ଲକ୍ମନ୍ ତମର୍ ଉପ୍ରେ ଡାବା ଡାବି ଅଇଗାଲାଇନି ଆରି ତମେ କେନ୍ତି କଇଲାସ୍ନି, କେ ମକେ ଚିଇଲା ବଲି ?”
ଏତ୍କି ବିତ୍ରେ ବେଲ୍ ବସି ଆଇବାକେ ସିସ୍ମନ୍ ଆସି ଜିସୁକେ କଇଲାଇ, “ଏ ଜାଗା ତା ଚିମ୍ରା ଜାଗା ଆରି ବେଲ୍ ମିସା ବସିଆଇଲାନି,
ମାତର୍ ଜିସୁ ସେମନ୍କେ କଇଲା, “ତମେ ସେମନ୍କେ କାଇଟା ମିସା କାଇବାକେ ଦିଆସ୍ ।” ସେମନ୍ ତାକେ କଇଲାଇ, “ଆମେ ଜାଇ ଆଟ୍ ମାସର୍ କୁଲି ଡାବୁ ନେଇ ଏମନ୍କେ ରୁଟି ଗେନିଆନି କୁଆଇବୁ କି ?”