40 ସେମନ୍ ସଏ ସଏ ଆରି ପଚାସ୍ ପଚାସ୍ ଲକ୍ ଦାଡି ଦାଡି ଅଇ ବସ୍ଲାଇ ।
ତେଇ ସବୁଲକ୍ ଜେନ୍ତି ଦଲ୍ଦଲ୍ ଅଇ କଅଁଲି ଗାଁସ୍ ଉପ୍ରେ ବସ୍ବାଇ, ଏଟାର୍ପାଇ ଜିସୁ ତାର୍ ସିସ୍ମନ୍କେ ତିଆର୍ଲା ।
ପଚେ ଜିସୁ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି ସରଗ୍ ବାଟେ ଦେକି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି “ରୁଟି ବାଙ୍ଗାଇ ଲକ୍ମନ୍କେ ଦିଆସ୍ ।” ବଲି ସିସ୍ମନ୍କେ ଦେଲା । ଆରି, ସେ ଦୁଇଟା ମାଚ୍ ସବୁକେ ବାଟାକରି ଦେଲା ।