42 ତେଇ ସବୁଲକ୍ କାଇକରି ପେଟ୍ ପୁରାଇଲାଇ,
ପଚେ ଜିସୁ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି ସରଗ୍ ବାଟେ ଦେକି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି “ରୁଟି ବାଙ୍ଗାଇ ଲକ୍ମନ୍କେ ଦିଆସ୍ ।” ବଲି ସିସ୍ମନ୍କେ ଦେଲା । ଆରି, ସେ ଦୁଇଟା ମାଚ୍ ସବୁକେ ବାଟାକରି ଦେଲା ।
ଆରି ସେମନ୍ ବାଙ୍ଗ୍ଲା ରୁଟି ଆରି ମାଚ୍ ରୁଣ୍ଡାଇ ବାର୍ଟା ଡାଲାଇ ପୁରୁନ୍ କଲାଇ ।
ତେଇ ସବୁଲକ୍ ପେଟ୍ ପୁର୍ତେ କାଇଲାଇ ଆରି ସାନ୍ତି ଅଇଲାଇ । ପଚେ ସିସ୍ମନ୍ ତେଇ ଅଗ୍ଲି ରଇବା ବାଙ୍ଗାଇଲାଟାମନ୍ ବାର ଡାଲା ଉବ୍ରାଇଲାଇ ।
ସବୁ ଲକ୍ମନ୍ ପେଟ୍ ପୁର୍ତେ କାଇଲା ପଚେ, ଜିସୁ ତାର୍ ସିସ୍ମନ୍କେ କଇଲା, “ଅଗଲ୍ଲା ମାଚ୍ ଆରି ରୁଟି ଗଟେକ୍ଟାନେ ଟୁଲିଆଉ, ତେବେ କଣ୍ଡେକ୍ ମିସା ନସ୍ଟ ନ ଅଏ ।”