ମାର୍କ 6:48 - ସତିଅର୍ ବାଟ୍ ନୁଆ ନିୟମ୍ 202048 ମୁଆଟ୍ ବାଟେ ଅନି ପବନ୍ ଆଇତେ ରଇଲାଜେ ତାର୍ ସିସ୍ମନ୍ ଡଙ୍ଗା ଗାଟ୍ବାକେ କସ୍ଟ ଅଇବାଟା ଜିସୁ ଦେକ୍ଲା । କୁକ୍ଡା ଡାକେ ଜିସୁ ସମ୍ଦୁର୍ ଉପ୍ରେ ଇଣ୍ଡି ଇଣ୍ଡି ସେମନର୍ ଲଗେ ଗାଲା, ଆରି ସେମନ୍କେ ବାଟ୍ ଦେଇ ଜିବାଟା ସିସ୍ମନ୍ ଦେକ୍ଲାଇ । အခန်းကိုကြည့်ပါ။ |