49 ମାତର୍ ସେମନ୍ ଜିସୁ ପାନିତେଇ ଇଣ୍ଡ୍ବାଟା ଦେକି ଡୁମା ବଲି ବାବି କିର୍କିର୍ଲାଇ ।
ମୁଆଟ୍ ବାଟେ ଅନି ପବନ୍ ଆଇତେ ରଇଲାଜେ ତାର୍ ସିସ୍ମନ୍ ଡଙ୍ଗା ଗାଟ୍ବାକେ କସ୍ଟ ଅଇବାଟା ଜିସୁ ଦେକ୍ଲା । କୁକ୍ଡା ଡାକେ ଜିସୁ ସମ୍ଦୁର୍ ଉପ୍ରେ ଇଣ୍ଡି ଇଣ୍ଡି ସେମନର୍ ଲଗେ ଗାଲା, ଆରି ସେମନ୍କେ ବାଟ୍ ଦେଇ ଜିବାଟା ସିସ୍ମନ୍ ଦେକ୍ଲାଇ ।
କାଇକେବଇଲେ ସବୁଲକ୍ ତାକେ ଦେକି କିଲ୍ବିଲ୍ ଅଇଜାଇତେ ରଇଲାଇ । ସେଦାପ୍ରେ ଜିସୁ ସେମନର୍ ସଙ୍ଗ୍ କାତା ବାର୍ତା ଅଇ ସେମନ୍କେ କଇଲା, “ଡରାନାଇ ସାଆସ୍ ଦାରା, ଏଟାତା ମୁଇ ।”
ମାତର୍ ସେମନ୍ ସବୁ ଲକ୍ ଏଟା ଗଟେକ୍ ବୁତ୍ ଦେକ୍ଲୁନି ବଲି ଡରିଗାଲାଇ ।