52 କାଇକେବଇଲେ ପାଁଚ୍ଟା ରୁଟିର୍ ଗଟ୍ନାଇଅନି ଜିସୁ କେ ବଲି ବୁଜି ନ ରଇଲାଇଜେ ସେମନର୍ ବୁଦି ଗୁପିଜାଇରଇଲା ।
ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
ସେବେଲେ ତାକର୍ ମନ୍ ଡାଟ୍ ରଇବାଟା ଦେକିକରି ଜିସୁ ଦୁକ୍ଅଇ ରିସାସଙ୍ଗ୍, ଚାରିବେଡ୍ତି ଦେକ୍ଲା । ଆରି ସେ ଲକ୍କେ କଇଲା, “ଆତ୍ ଲାମା ।” ସେ ଲକ୍ ଆତ୍ ଲାମାଇଲା, ଆରି ତାର୍ ଆତ୍ ନିମାନ୍ ଅଇଗାଲା ।
ଜିସୁ ସେମନ୍କେ କଇଲା, “ତମେ ମିସା କାଇ ବୁଜାସ୍ ନାଇ ? ଜନ୍ ଜିନିସ୍ ମିସା ବାଇରେ ଅନି ମୁନୁସ୍ମନର୍ ବିତ୍ରେ ପୁର୍ସି, ସେଟା ତାକେ ଆସାର୍ ନ କରେ ।
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?
ପର୍ମେସର୍ ଜେନ୍ତିକି ତାକର୍ ଦେକ୍ବା ଆଁକି କାଣା କରିଦେଇଆଚେ ଆରି ସେମନର୍ ବୁଜ୍ବା ବପୁ ନସାଇଦେଇଆଚେ ସେଟାର୍ପାଇ ସେମନ୍ ଦେକି ନାପାର୍ଲାଇନି କି ମୁଲ୍କେ ବୁଜି ନାପାର୍ଲାଇନି । ସେମନ୍ ନିକ ଅଇବାକେ ମର୍ଟାନେ ବାଉଡି ଆସତ୍ନାଇ । ଏଟା ପର୍ମେସର୍ କଇଲାନି । ଆମେ ସେମନ୍କେ ନିକ ନ କରୁ ।
ତେବେ କାଇଟା ଅଇଲା ? ଇସ୍ରାଏଲର୍ ଲକ୍ମନ୍ ନିଜେ ଦରମ୍ ବଲାଇଅଇବାକେ ଗଟେକ୍ ବାଟ୍ କଜ୍ଲାଇ । ମାତର୍ ତେଇଅନି ଗଟେକ୍ ସାନ୍ ଦଲ୍କେସେ ପର୍ମେସର୍ ବାଚିରଇଲା । ଆରି ବାକିଲକ୍ମନ୍ କେ ମିସା ସେ ଡାକ୍ଲାକେ ସୁନତ୍ ନାଇ ।