8 ଜିବାବେଲେ ଗଟେକ୍ ଡାଙ୍ଗ୍ ଚାଡି ବାଟ୍ କର୍ଚର୍ ପାଇ ରୁଟି କି ବେସ୍ନିଟାନେ ଡାବୁ ନ ନିଆ ବଲି ଆଦେସ୍ ଦେଲା ।
ମାତର୍ ସେମନ୍କେ ପାଣ୍ଡଇ ପିନ୍ଦ୍ବାକେ କଇଲା, ପିନ୍ଦିରଇବା ଚକା ଚାଡି ଆରି ଗଟେକ୍ ଚକା ନିଆନାଇ ବଲି କଇଲା ।
ତାଲା, ମୁନା କି ପାଣ୍ଡଇ ମିସା ନିଆନାଇ, ଆରି ବାଟେ କାକେ ଜୁଆର୍ କରାନାଇ ।
ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା । “ମୁଇ ତମ୍କେ ପାଟାଇଲାବେଲେ ବେସ୍ନି, ମୁନା ଆରି ପାଣ୍ଡଇ ନ ନେବାକେ କଇରଇଲି । ସେବେଲାଇ ତମ୍କେ କାଇ ଅବାବ୍ ଅଇଲା କି ?” “ନାଇ, କାଇଟା ମିସା ଅବାବ୍ ଅଏ ନାଇ ।” ବଲି କଇଲାଇ ।
ସେମନ୍କେ କଇଲା, “ତମେ ଜିବାବେଲେ ଡାଙ୍ଗ୍ କି ମୁନା କି ରୁଟି, କି ଡାବୁ କାଇଟା ମିସା ନିଆନାଇ । ପିନ୍ଦ୍ଲାଟା ଚାଡିକରି ଆରି ଉଚ୍କା ନିଆନାଇ ।