1 ପଚେ ପାରୁସିମନ୍ ଆରି ଜିରୁସାଲାମ୍ ଅନି ଆସିରଇବା କେତେଟା ସାସ୍ତର୍ ସିକାଉ ପଣ୍ଡିତ୍ମନ୍ ଜିସୁର୍ ଲଗେ ରୁଣ୍ଡ୍ଲାଇ ।
ଆରି, ଜିରୁସାଲାମ୍ ଅନି ଆସିରଇବା ସାସ୍ତର୍ ସିକାଉମନ୍ କଇଲାଇ, “ଆକେ ଡୁମାମନର୍ ନେତା ବାଲ୍ଜିବୁଲ୍ ଦାରିଆଚେ, ଆରି ଡୁମାମନର୍ ନେତାର୍ ବପୁସଙ୍ଗ୍ ଡୁମା ଚାଡାଇଲାନି ।”
ତାର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ସିସ୍ମନ୍ ଜିଉଦିମନର୍ ରିତିନିତି ଇସାବେ ଆତ୍ ନ ଦଇତେ କାଇବାଟା ଦେକ୍ଲାଇ ।
ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା ।