11 ମାତର୍ ତମେ ସିକାଇଲାସ୍ନି କି ଜେବେ ବାବାକେ କି ମାକେ କଇସା, “ଜନ୍ଟା ମୁଇ ତମ୍କେ ଦେବାର୍ ରଇଲା ସେଟା କର୍ବାନ୍ ।” କର୍ବାନ୍ ବଇଲେ ମାପ୍ରୁକେ ଆକା ମାନତ୍ କର୍ବାଟା ।
ମାତର୍ ତମେ ସିକିଆ ଦେଲାସ୍ନି ଜେ, ଗଟେକ୍ ଲକ୍ ଜନ୍ ଦନ୍ ସଙ୍ଗ୍ ବାବା ମାକେ ସାଇଜ କରିପାର୍ତା, ସେଟା ପର୍ମେସର୍କେ ଦାନ୍ କଲିଆଚି ବଲି କଇଲେ,
ଗଟେକ୍ ଲକ୍ ବେଦିର୍ ନାଉଁ ଦାରି ପର୍ମାନ୍ କଲେ ସେ ସେଟା ମାନ୍ବାର୍ ଆକା ଆଚେ ବଲି ନଏଁ, ମାତର୍ ବେଦି ଉପ୍ରେ ସଙ୍ଗଇ ରଇବା ମାପ୍ରୁକେ ଦେଲାଟା ନାଉଁଦାରି ପର୍ମାନ୍ କଲେ, ସେଟା ମାନ୍ବାଟା ବଲି ତମେ ସିକାଇତେ ରଇସା ।
ମୁକିଅ ପୁଜାରିମନ୍ ଜିଉଦା ପିଙ୍ଗି ରଇଲା ରୁପାଟାଙ୍ଗାମନ୍ ଟୁଲିଆଇ କଇଲା, “ଏଟା ବନିର୍ ମୁଲିଅ, ଏଟା ମନ୍ଦିରର୍ ଦାନ୍ଦେବା ଜାଗାଇ ସଙ୍ଗଇବାଟା ନିୟମ୍ ବିରୁଦର୍ କାମ୍ ।”
ତେବେ ତମେ ତାର୍ ବାବାର୍ କି ମାଆର୍ କାଇ ଉପ୍କାର୍ କର୍ବାଟାକେ ତେବାଇଲାସ୍ନି ।