12 ତେବେ ତମେ ତାର୍ ବାବାର୍ କି ମାଆର୍ କାଇ ଉପ୍କାର୍ କର୍ବାଟାକେ ତେବାଇଲାସ୍ନି ।
ମାତର୍ ତମେ ସିକାଇଲାସ୍ନି କି ଜେବେ ବାବାକେ କି ମାକେ କଇସା, “ଜନ୍ଟା ମୁଇ ତମ୍କେ ଦେବାର୍ ରଇଲା ସେଟା କର୍ବାନ୍ ।” କର୍ବାନ୍ ବଇଲେ ମାପ୍ରୁକେ ଆକା ମାନତ୍ କର୍ବାଟା ।
ଏନ୍ତାରି ତମେ ନିଜର୍ ଆନିଦାଦିମନର୍ ବେଲେ ଅନି ଆଇବା ରିତିନିତି ମାନିକରି ପର୍ମେସରର୍ ବାକିଅ ଏଡାଇ ଦେଲାସ୍ନି, ଆରି ଏନ୍ତାରି କେତେକ୍ କେତେକ୍ କାମ୍ମନ୍ କଲାସ୍ନି ।