14 ଜିସୁ ଆରି ତରେକ୍ ଲକ୍ମନ୍କେ ଲଗେଡାକି କଇଲା, “ତମେ ସବୁଲକ୍ ମର୍ କାତା ସୁନା ଆରି ବୁଜା ।
ତାର୍ପଚେ ଲକ୍ମନ୍କେ କଇଲା, “ମନ୍ ଦେଇ ସୁନା ଆରି ବୁଜ୍ବାକେ ଚେସ୍ଟା କରା ।
ଏନ୍ତାରି ତମେ ନିଜର୍ ଆନିଦାଦିମନର୍ ବେଲେ ଅନି ଆଇବା ରିତିନିତି ମାନିକରି ପର୍ମେସରର୍ ବାକିଅ ଏଡାଇ ଦେଲାସ୍ନି, ଆରି ଏନ୍ତାରି କେତେକ୍ କେତେକ୍ କାମ୍ମନ୍ କଲାସ୍ନି ।
ଲକର୍ ଟଣ୍ଡେଅନି ଏନ୍ତାରି କାଇ ବିସଇ ନାଇ, ଜନ୍ଟା ତାର୍ ବିତ୍ରେ ପୁରି ତାକେ ଅସୁକଲ୍ କରି ପାରେ, ମାତର୍ ଜନ୍ ଜନ୍ଟା ମୁନୁସ୍ମନର୍ଟାନେଅନି ବାରଇସି ସେ ସବୁ ତାକେ ଅସୁକଲ୍ କର୍ସି ।
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
ପିଲିପ୍ ପାଲାଇ ପାଲାଇ ଗାଲା ଆରି ସେ ଲକ୍ ଜିସାୟ ବବିସତ୍ବକ୍ତାର୍ ବଇ ପଡ୍ବାଟା ସୁନ୍ଲା । ସେ ତାକେ ପାଚାର୍ଲା “ତୁଇ ଜାଇଟା ପଡ୍ଲୁସ୍ନି, ସେଟା ବୁଜିପାର୍ଲୁସ୍ନିକି ?”