15 ଲକର୍ ଟଣ୍ଡେଅନି ଏନ୍ତାରି କାଇ ବିସଇ ନାଇ, ଜନ୍ଟା ତାର୍ ବିତ୍ରେ ପୁରି ତାକେ ଅସୁକଲ୍ କରି ପାରେ, ମାତର୍ ଜନ୍ ଜନ୍ଟା ମୁନୁସ୍ମନର୍ଟାନେଅନି ବାରଇସି ସେ ସବୁ ତାକେ ଅସୁକଲ୍ କର୍ସି ।
ଏ ସାଁପ୍ ପାରା କାରାପ୍ ଲକ୍ମନ୍ ! ତମେ କାରାପ୍ ଅଇ ନିମାନ୍ କାତା କଇପାରାସ୍ କି ? ମନେ ଚିନ୍ତାକଲାଟା ଟଣ୍ଡ୍ବାଟେ ବାରଇସି ।
ଜିସୁ କଇଲା, “ଆଜିକେ ଜାକ ବିନ୍ଲକ୍ମନର୍ତେଇ ଅନି ତମର୍ ବୁଜ୍ବା ବପୁ କଣ୍ଡେକ୍ ମିସା ଅଦିକ୍ ଅଏନାଇ ।
ଜିସୁ ଆରି ତରେକ୍ ଲକ୍ମନ୍କେ ଲଗେଡାକି କଇଲା, “ତମେ ସବୁଲକ୍ ମର୍ କାତା ସୁନା ଆରି ବୁଜା ।
ଜଦି ଜାକେ ସୁନ୍ବାର୍ କାନ୍ ଆଚେ, ସେ ସୁନ ।”
ସେ ସେମନ୍କେ କଇଲା, “ଜିଉଦି ନ ଅଇଲା ଲକ୍ମନର୍ ସଙ୍ଗ୍ ମିସ୍ବାଟା କି ତାକର୍ ଗରେ ଜିବାଟା ଆମର୍ ଜିଉଦି ଲକ୍ମନର୍ ବିଦି ନାଇ । ସେଟା ତମେ ନିକକରି ଜାନାସ୍ । ଏଲେମିସା କନ୍ଆଲେ ଗଟେକ୍ ଲକ୍କେ ଅସୁକଲ୍ ଇସାବେ ଦେକ୍ବାର୍ ନାଇ ବଲି ପରମେସର୍ ମକେ କଇଲାଆଚେ ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
ଆଟେ ବିକ୍ରି ଅଇବା ଜନ୍ ମାଉଁସ୍ ମିସା କାଇବାର୍ ତମର୍ ଅଦିକାର୍ ଆଚେ, ତମର୍ ବିବେକର୍ ପାଇ ଏଟା ପୁଜା କଲାଟା କି ନାଇ ? ବଲି ନ ପାଚାରି କାଇଦିଆସ୍ ।
ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସୁକଲ୍ ରଇବାଇ, ସେନ୍ତାରିସେ ତାକର୍ପାଇ ସବୁ ବିସଇ ସୁକଲ୍ ରଇସି । ମାତର୍ ଜନ୍ ଲକ୍ମନର୍ ବିବେକ୍ ସେମନ୍କେ ଦସି କର୍ସି, ସେମନ୍ କାରାପ୍ ଅଇ ଜିସୁକିରିସ୍ଟକେ ବିସ୍ବାସ୍ ନ କଲେ, ତାକର୍ପାଇ କାଇ ବିସଇ ମିସା ସୁକଲ୍ ନାଇ ।
ତେବର୍ପାଇ ଲକ୍ମନ୍ ତମ୍କେ ବିନ୍ ବିନ୍ ସିକିଆ ସୁନାଇକରି ସତ୍ବାଟେଅନି ବିନେ ନେବାକେ ରାଜି ଉଆନାଇ । କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟା ଆମର୍ ମନ୍କେ ଡାଟ୍ କର୍ସି । କାଦିର୍ ଲାଗି ରଇବା ନିୟମ୍ ମାନ୍ବାଟା ନଏଁ । ସେନ୍ତାରି ନିୟମ୍ ମାନ୍ବା ଲକ୍, ତେଇ ଅନି କାଇଟା ମିସା ପାଅତ୍ ନାଇ ।
କାଇକେବଇଲେ ସେଟା ସବୁ ଗାଗଡର୍ ଲାଗି ରଇବା ନିୟମ୍ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍ ନୁଆ ନିୟମ୍ ଟିକ୍ ଅଇବାଜାକ, ଏ ସବୁ କର୍ବାଟା ରଇଲା ।