ମାର୍କ 7:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତାର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ସିସ୍ମନ୍ ଜିଉଦିମନର୍ ରିତିନିତି ଇସାବେ ଆତ୍ ନ ଦଇତେ କାଇବାଟା ଦେକ୍ଲାଇ । အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।