ମାର୍କ 7:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 କାଇକେବଇଲେ ମୁନୁସର୍ ମନ୍ ବିତ୍ରେ ଅନି କରାପ୍ ଚିନ୍ତା ବାରଇସି । ସେଟାମନ୍ ଅଇଲାନି, ପାଦ୍ରା ପାଦ୍ରି କାମ୍, ଚର୍କାମ୍, ଲକ୍ମନ୍କେ ମରାଇବା କାମ୍ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।