25 ଜିସୁ ଆଇଲାଆଚେ ବଲି ସୁନ୍ଲା ଦାପ୍ରେ, ଗଟେକ୍ ମାଇଜି ଜାର୍ ସାନ୍ ଟକିକେ ଡୁମା ଦାରିରଇଲା, ତାର୍ ଗଡ୍ତଲେ ଆସି ଅଦର୍ଲା ।
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
ସେଡ୍କି ବେଲେ ଗଟେକ୍ ବଡ୍ ରଗି ତାର୍ ଲଗେ ଆସି ମାଣ୍ଡିକଟା ଦେଇ ତାକେ ବାବୁଜିଆ କରି କଇଲା, “ତମେ ଜଦି ମନ୍କଲେ ମକେ ସୁକଲ୍ କରି ପାର୍ସା ।”
ସେଡ୍କି ବେଲେ ସେ ମାଇଜିଟକି ତାକେ ଜନ୍ ଜନ୍ଟା ଗଟିଆଚେ, ସେଟା ଜାନି, ଡରିକରି ତର୍ତରି ତର୍ତରି ଆସି ଜିସୁର୍ ଗଡ୍ତଲେ ଅଦ୍ରି ସବୁ ସତ୍କାତା କଇଲା ।
ତାର୍ପଚେ ଜିସୁ ସେ ଜାଗା ଚାଡିକରି ସର ଆରି ସିଦନର୍ ସଅରେ ଗାଲା । ତେଇ ଗଟେକ୍ ଗରେ ପୁର୍ଲା । ଜେନ୍ତି କେ ମିସା ସେଟା ନାଜାନତ୍, ଏଟା ସେ ମନ୍ କର୍ତେ ରଇଲା, ମାତର୍ ସେ ନ ଜାନାଇ ଅଇତେ ରଇନାପାର୍ଲା ।
ସେ ସୁର ଦେସର୍ ପଇନିକିଆ ଜାଗାଇ ଜନମ୍ ଅଇ ଜିଉଦି ଜାତିର୍ ନ ରଇଲା, ତାର୍ ଟକିକେ ଡୁମା ଚାଡାଇବାକେ ସେ ଜିସୁକେ ବାବୁଜିଆ କଲା ।
ସେ ପାଲାଇ ଆସି ଜିସୁର୍ ପାଦେ ଅଦର୍ଲା “ତମେ ମକେ ନିମାନ୍ କରିଆଚାସ୍” ବଲି ଦନିଅବାଦ୍ କଲା । ସେ ଜିଉଦି ଲକ୍ ନଏଁ । ସେ ସମିରଣିୟ ବଲି ଗଟେକ୍ ଜାଗାର୍ ଲକ୍ ।