26 ସେ ସୁର ଦେସର୍ ପଇନିକିଆ ଜାଗାଇ ଜନମ୍ ଅଇ ଜିଉଦି ଜାତିର୍ ନ ରଇଲା, ତାର୍ ଟକିକେ ଡୁମା ଚାଡାଇବାକେ ସେ ଜିସୁକେ ବାବୁଜିଆ କଲା ।
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ଜିସୁ ଆଇଲାଆଚେ ବଲି ସୁନ୍ଲା ଦାପ୍ରେ, ଗଟେକ୍ ମାଇଜି ଜାର୍ ସାନ୍ ଟକିକେ ଡୁମା ଦାରିରଇଲା, ତାର୍ ଗଡ୍ତଲେ ଆସି ଅଦର୍ଲା ।
ତେବେ ଜିସୁ ତାକେ କଇଲା, “ଆଗ୍ତୁ ପିଲାମନ୍କେ ପେଟ୍ ପୁରୁନ୍ କାଇବାକେ ଦେସ୍, କାଇକେବଇଲେ ପିଲାମନର୍ କାଦି ନେଇ କୁକୁର୍ମନର୍ ଟାନେ ପାକାଇବାଟା ଟିକ୍ନାଇ ।”
ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ ।
ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି ।