28 ମାତର୍ ମାଇଜି ତାକେ କଇଲା, “ଉଁ ମାପ୍ରୁ, କୁକୁର୍ମନ୍ ମିସା ପିଲାମନର୍ ଅଦ୍ରି ରଇଲା ସକ୍ଡି କାଇବାଇ ।”
ସେ ମାଇଜି କଇଲା, ଏଟା ସତ୍ କାତା ମାପ୍ରୁ, ମାତର୍ କୁକୁର୍ମନ୍ ମିସା ସାଉକାରର୍ ଅଦର୍ଲା ସକ୍ଡି କାଇବାକେ ପାଇବାଇ ।
ଏଟା କଲେ ସରଗର୍ ପର୍ମେସରର୍ ପିଲା ବଲି ଚିନାପଡ୍ସା । କାଇକେ ବଇଲେ ପର୍ମେସର ବଲ୍ କାରାପ୍ ଦୁଇ ଲକର୍ ପାଇ ମିସା ବେଲର୍ ଉଜଲ୍ ଦେଲାନି, ଆରି ଦରମ୍ ରଇବା, ଦରମ୍ ନ ରଇବା ସବୁର୍ ଉପ୍ରେ ବର୍ସା ମାରାଇଲାନି ।
ତେବେ ଜିସୁ ତାକେ କଇଲା, “ଆଗ୍ତୁ ପିଲାମନ୍କେ ପେଟ୍ ପୁରୁନ୍ କାଇବାକେ ଦେସ୍, କାଇକେବଇଲେ ପିଲାମନର୍ କାଦି ନେଇ କୁକୁର୍ମନର୍ ଟାନେ ପାକାଇବାଟା ଟିକ୍ନାଇ ।”
ସେଡ୍କି ବେଲେ ଜିସୁ ତାକେ କଇଲା, “ଏନ୍ତାରି କଇଲାର୍ପାଇ ଜା, ତର୍ ଟକିତେଇଅନି ଡୁମା ବାରଇଗାଲାବେ ।”
କାଇଟାବଇଲେ, ଜିଉଦି ଆରି ଜିଉଦି ନଇଲା ଲକର୍ ବିତ୍ରେ କାଇ ସାନ୍ ବଡ୍ ନାଇ । ସେଟାର୍ ପାଇ ସବୁ ଲକର୍ ତା ଗଟେକ୍ ମାପ୍ରୁ, ଆରି ଜେତ୍କି ଲକ୍ ତାକେ ପାର୍ତନା କର୍ବାଇ ସେ ସବୁ ଲକ୍କେ ମଙ୍ଗଲ୍ କର୍ସି ।
ପରମେସର୍ କାଇ ଉଜେ ଜିଉଦିମନର୍ସେ ପରମେସର୍ କି ? ସେ କାଇ ଜିଉଦିନଇଲା ଲକ୍ମନର୍ ପରମେସର୍ ନଏଁ କି ? ସତଇସେ ସେ ସବୁ ଲକର୍ ପରମେସର୍ ।
ମୁଇ ପର୍ମେସରର୍ ଲକ୍ମନର୍ ସବୁର୍ଟାନେଅନି ସାନ୍ ଅଇଲେ ମିସା ଜିଉଦିନଇଲା ଲକ୍ମନ୍କେ କିରିସ୍ଟର୍ଟାନେ ରଇବା ନିକ ନିକ ବିସଇ ଜାନାଇବାକେ ମକେ ସେ ବାଚ୍ଲା ଆଚେ । ଏ ବିସଇ ଲକ୍ମନ୍ ବୁଜ୍ବାକେ ଆବଡ୍ ରଇବାଟା ।