32 ଆରି ତେଇ କେତେକ୍ ଲକ୍ମନ୍ ଗଟେକ୍ କସ୍ଟସଙ୍ଗ୍ କାତା ଅଇବା ବଇରାକେ ଜିସୁର୍ ଲଗେ ଆନି ତାର୍ ଉପ୍ରେ ଆତ୍ ସଙ୍ଗଇବାକେ ବାବୁଜିଆ କଲାଇ ।
ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।”
ସେ ଦାପ୍ରେ ତାର୍ କାନ୍ ଉଗାଡି ଅଇଲା, ଆରି ଜିବର୍ ବନ୍ଦନ୍ ପିଟିଗାଲା, ଆରି ସେ ନିମାନ୍ ସଙ୍ଗ୍ କାତା ଅଇବାର୍ ଦାର୍ଲା ।
ତରେକ୍ ଜିସୁ ଗଟେକ୍ ଲକର୍ତେଇଅନି ଡୁମା ଚାଡାଇତେରଇଲା । ସେ ଡୁମା ଗୁଲାଟା । ଡୁମା ବାରଇଗାଲା ପଚେ ଗୁଲା ଲକ୍ କାତା କଇଲା । କାତାକଇଲାକେ ତେଇ ରଇବା ଲକ୍ମନ୍ କାବାଅଇଗାଲାଇ ।