33 ଜିସୁ ସେ ବଇରାକେ ଲକ୍ମନର୍ ଟାନେଅନି ବେଗ୍ଲାଇ କରି, ଡାକିନେଇ ତାର୍ ଦୁଇଟା କାନେ ଆଙ୍ଗ୍ଟି ପୁରାଇଲା ଆରି ତୁକିକରି ଆତ୍ସଙ୍ଗ୍ ସେ ଲକର୍ ଜିବେ ଲାଗାଇଲା,
ତାର୍ ପଚେ ସେମନ୍ ଜିସୁର୍ ମୁଏଁ ତୁକ୍ଲାଇ ଆରି ମାର୍ଲାଇ । କେତେ ଲକ୍ ତାକେ ଚାପଡ୍ ସଙ୍ଗ୍ ମାରି କଇଲାଇ,
ମାତର୍ ସେ ସବୁକେ ବାର୍କରି ଟକିର୍ ଆୟାବାବାକେ ଆରି ନିଜର୍ ସିସ୍ମନର୍ ସଙ୍ଗ୍, ତାକେ ଜନ୍ ଲଗେ ଡୁଲାଇ ରଇଲାଇ, ସେ ଜାଗାଇ ଗାଲା ।
ଜିସୁ ତାକେ ଆତେଦାରି ଗାଉଁ ବାଇରେ ଡାକିନେଲା, ଆରି ତୁକିକରି ତାର୍ ଲାଲ୍ ସେ କାଣାର୍ ଆଁକିତେଇ ଲାଗାଇଲା । ତାର୍ମୁଣ୍ଡେ ଆତ୍ ସଙ୍ଗଇକରି “ତୁଇ ଅଲପ୍ ମିସା ଦେକି ପାର୍ଲୁସ୍ନି କି ?” ବଲି ପାଚାର୍ଲା ।