36 ଜିସୁ ଲକ୍ମନ୍କେ ଏ ବିସଇ କାକେ ନ କଇବାକେ ଆଦେସ୍ ଦେଲା, ମାତର୍ ସେ ଲକ୍ମନ୍କେ ଜେତେକ୍ ନିଚୁବଇଲେ ମିସା ସେମନ୍ ଆରି ଅଦିକ୍ ଅଦିକ୍ ସେଟା ଜାନାଇଲାଇ ।
ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
ମାତର୍ ଜିସୁ ଡୁମାମନ୍କେ ତାର୍ ବିସଇନେଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ଡାଟ୍ସଙ୍ଗ୍ ଆଦେସ୍ ଦେଇତେରଇଲା ।
ଜେନ୍ତି ଆରି, କେ ମିସା ଟକିକେ ଗଟ୍ଲା ବିସଇ ନାଜାନତ୍, ତେବର୍ ପାଇ ସେ ଟକିର୍ ଆୟାବାବାକେ ଅଦିକ୍ ଡାଟ୍ ସଙ୍ଗ୍ ଆଦେସ୍ ଦେଲା, ଆରି “ଟକିକେ କାଇଟା ଆଲେ କାଇବାକେ ଦିଆସ୍ ।” ବଲି କଇଲା ।
ସେ ଦାପ୍ରେ ତାର୍ କାନ୍ ଉଗାଡି ଅଇଲା, ଆରି ଜିବର୍ ବନ୍ଦନ୍ ପିଟିଗାଲା, ଆରି ସେ ନିମାନ୍ ସଙ୍ଗ୍ କାତା ଅଇବାର୍ ଦାର୍ଲା ।
ଆରି ଲକ୍ମନ୍ ଅଦିକ୍ କାବା ଅଇ କଇଲାଇ, “ସେ ସବୁ କାମ୍ ନିମାନ୍ ସଙ୍ଗ୍ କରିଆଚେ, ସେ ବଇରାମନ୍କେ ସୁନ୍ବା ବପୁ ଆରି ଗୁଲାମନ୍କେ କଇବା ବପୁ ମିସା ଦେଇଆଚେ ।”
ଆରି ଜିସୁ ତାକେ କଇଲା, “ଏବେ ତୁଇ ଗାଏଁ ନ ଜାଆ, ମାତର୍ ତର୍ ନିଜର୍ ଗରେ ଉଟିଜା” ବଲିକରି ପାଟାଇଦେଲା ।
ସେମନ୍ ପର୍ବତେ ଅନି ଉତର୍ଲାବେଲେ ଜିସୁ ସେମନ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇ ଏନ୍ତି ବଲି କଇଲା, “ପର୍ମେସରର୍ ଟାନେଅନି ଆସିରଇବା ନର୍ପିଲା ମୁଇ, ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଇତି କାଇକାଇଟା ତମେ ଦେକ୍ଲାସ୍, ସେ ବିସଇ କାକେମିସା ନ କୁଆ ।”