4 ଆରି ଆଟ୍ବାଟ୍ କରିଆସି ରିତିନିତି ଇସାବେ ପାନି ନ ଚିଚି ଅଇତେ ନ କାଇତେ ରଇଲାଇ । ଗିନା, ମୁତା, ପିତଲ୍ ତାଲା ଆରି ସଇବା କଟ୍ କେନ୍ତି ଦଇବାର୍, ସେଟା ସଙ୍ଗ୍ ଅଲ୍ଗା ରିତିନିତି ମିସା ମାନ୍ତେରଇଲାଇ ।
ସାରାସାରି ଦିନେ ତମେ କେଡେ କାକୁର୍ତି ଅଇସା, ଏଇ କୁଟିଆଲ୍ ଦରମ୍ ଗୁରୁ ଆରି ପାରୁସିମନ୍ ! ତମେ ଉପ୍ରେ ଉପ୍ରେ ତାଲାଗିନା ମାଜି ପରିଚଲ୍ କରିରଇସା, ମାତର୍ ସେ ବିତ୍ରେ ଇଁସା ଆରି ନିଜର୍ ବିସଇ ଚିନ୍ତା କର୍ବାଟା ବର୍ତି ଅଇରଇସି ।
ଏଇ କାଣା ପାରୁସିମନ୍ ! ମୁତାର୍ ବିତ୍ରେ ରଇବାଟା ଆଗ୍ତୁ ପରିଚଲ୍ କରା, ସେନ୍ତାର୍ କଲେ ଉପ୍ରର୍ଟା ମିସା ପରିଚଲ୍ ଅଇଜାଇସି ।
ଜେଡେବେଲେ ପିଲାତ୍ ଦେକ୍ଲା ଜେ ସେମନ୍କେ ଆରି କାଇଟା କଇକରି ମିସା ଲାବ୍ ନାଇ, ନଇଲେ ଗଣ୍ଡ୍ଗଲ୍ ଅଇବାର୍ ଉପ୍ରେ ଆଚେ, ସେ ପାନି ଗୁଡିକ୍ ନେଇ, ସବୁ ଲକ୍ମନର୍ ମୁଆଟେ ଆତ୍ ଦଇପାକାଇ କଇଲା, “ଏ ଲକର୍ ମରନର୍ ପାଇ ମୁଇ ଦାଇ ନାଇ । ଏଟା ତମର୍ କାମ୍ ।”
“ତମେ ପର୍ମେସରର୍ ଆଦେସ୍ ଇନ୍କରି ନର୍ଲକର୍ ରିତିନିତି ଦାରି ବସିଆଚାସ୍ ।”
ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା ।
ସେବେଲା ଗଟେକ୍ ଜିଉଦି ଲକ୍ ଆରି ଜଅନର୍ ସିସ୍ମନ୍ ଅସୁକଲ୍ଅନି ରିତିନିତି ଇସାବେ ସୁକଲ୍ ଅଇବା ବିସଇ ନେଇ ତାକର୍ ବିତ୍ରେ ଦଦାପେଲା ଅଇତେ ରଇଲାଇ ।
କାଇକେବଇଲେ ସେଟା ସବୁ ଗାଗଡର୍ ଲାଗି ରଇବା ନିୟମ୍ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍ ନୁଆ ନିୟମ୍ ଟିକ୍ ଅଇବାଜାକ, ଏ ସବୁ କର୍ବାଟା ରଇଲା ।
ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।
ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।