5 ତେବେ ପାରୁସି ଆରି ସାସ୍ତର୍ ସିକାଉମନ୍ ଜିସୁକେ ପାଚାର୍ଲାଇ, “କାଇକେ ତର୍ ସିସ୍ମନ୍ ପାର୍ଚିନ୍ମନର୍ ରିତିନିତି ନ ମାନି ଆତ୍ ନ ଦଇ କାଇଲାଇନି ?”
“ଆମର୍ ଆନିଦାଦିମନ୍ ଜନ୍ ରିତିନିତି ଦେଇଆଚତ୍, ସେଟା ସବୁ କାଇକେ ତମର୍ ସିସ୍ମନ୍ ମାନତ୍ନାଇ ? ବିଦି ଇସାବେ କାଇବା ଆଗ୍ତୁ ନିକ କରି ଆତ୍ ନ ଦଅତ୍ ।”
ଏନ୍ତାରି ତମେ ନିଜର୍ ଆନିଦାଦିମନର୍ ବେଲେ ଅନି ଆଇବା ରିତିନିତି ମାନିକରି ପର୍ମେସରର୍ ବାକିଅ ଏଡାଇ ଦେଲାସ୍ନି, ଆରି ଏନ୍ତାରି କେତେକ୍ କେତେକ୍ କାମ୍ମନ୍ କଲାସ୍ନି ।
“ତମେ ପର୍ମେସରର୍ ଆଦେସ୍ ଇନ୍କରି ନର୍ଲକର୍ ରିତିନିତି ଦାରି ବସିଆଚାସ୍ ।”
ଆରି ଜିସୁ ସେମନ୍କେ କଇଲା, ତମେ ଚତୁର୍ ଅଇ ନିଜର୍ ରିିତିନିିତି ମାନ୍ବାକେ ବଲି ପର୍ମେସରର୍ ଆଦେସ୍ ନିଚୁ ବଇଲାସ୍ନି ।
ସେମନ୍ କବର୍ ପାଇଆଚତ୍ ଜେ, ତମେ ଜିଉଦିନଇଲା ଦେସେ ବାସା ଅଇରଇଲା, ଜିଉଦିମନ୍କେ ମସାର୍ ରିତିନିତି ଚାଡିଦେବାକେ, ସେମନର୍ ପିଲାମନ୍କେ ସୁନତ୍ ନ କର୍ବାକେ ଆରି ଜିଉଦି ରିତିନିତି ନ ମାନ୍ବାକେ ସିକିଆ ଦେଲାସ୍ନି ।
ସେମନର୍ ସଙ୍ଗ୍ ଜାଆ । ସୁକଲ୍ ଅଇବା ବିଦି ମାନ୍ବାତେଇ ସେମନର୍ ସଙ୍ଗ୍ ମିସା ଆରି ସେମନର୍ କର୍ଚା ଦେ । ତାର୍ପଚେ ସେମନ୍ ନିଜର୍ ନିଜର୍ ମୁଣ୍ଡ୍ କୁରାଇ ଅଅତ୍ । ଇତିଅନି ଜାନାପଡ୍ସି ଜେ, ତମର୍ ବିସଇ ବାରଇରଇବା କାଇମିସା କବର୍ ସତ୍ ନଏଁ, ମାତର୍ ତମେ ମସାର୍ ରିତିନିତି ଇସାବେ ଜିବନ୍ ଜିଇଲାସ୍ନି ।
ଅବ୍ରାଅମ ସୁନତ୍ ଅଇବା ଆଗ୍ତୁ ବିସ୍ବାସର୍ ଜନ୍ ଚିନ୍ ଦେଇରଇଲା, ଜଦି ସୁନତ୍ ନଇଲା ଲକ୍ମନ୍ ନିଜର୍ ଜିବନେ ସେ ରକାମ୍ ବିସ୍ବାସ୍ ଦେକାଇ ପାର୍ବାଇ ବଇଲେ, ଅବ୍ରାଆମ୍ ସେମନର୍ ମିସା ବାବା ।
ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ ।
ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ ।